Latest Odisha News

BREAKING NEWS

Browsing Category

ପାଣିପାଗ

ରାଜ୍ୟର ୭ ଟି ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା; ବିଭାଗ ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ୭ଟି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପନିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କଟକ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ କନ୍ଧମାଳ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ନଭେମ୍ବର ୨୨ରୁ ଖସିବ ପାରଦ, ବଢିବ ଥଣ୍ଡା; ପାଣିପାଗ ବିଭାଗ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ୨୨ ତାରିଖରୁ ତାପମାତ୍ରା ଖସିବ । ଏହାସହ ରାଜ୍ୟରେ ଶୀତର ମାତ୍ରା ବଢ଼ିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ପାଣିପାଗ…

ଆଜି ରାତିରୁ ପୁଣି ଖସିବ ପାରଦ, ବଢିବ ଥଣ୍ଡା

ଭୁବନେଶ୍ୱର: ରାଜ୍ୟରେ କୁଛିଦିନ ହେବ ପାଗ ମେଘୁଆ ରହିଥିବା ବେଳେ ଆଜିଠୁ ଆକାଶ ମେଘ ମୁକ୍ତ ହେବା ନେଇ ଓଆଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାସହ ଆଜି ରାତିରୁ ପୁଣିଥରେ ତାପମାତ୍ରା କମିବା ସହ ସହ ଥଣ୍ଡା ମଧ୍ୟ ବଢ଼ିବ। ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆଜି ରାତିରୁ ୩-୪…

ପାଣିପାଗ ବିଭାଗର ସତର୍କ ସୂଚନା; ୪ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟରେ ଏଭଳି ପାଗ ରହିବା ସମ୍ଭାବନା ରହିଛି। ଏଥିପାଇଁ ଥଣ୍ଡାର କମ୍ ରହିବ। ଏହାସହ ଶୁକ୍ରବାର ଠାରୁ ଧୀରେଧୀରେ ରାତିରେ ପାରଦ ଖସିବା ସହ ଶୀତ ବଢ଼ିବା ନେଇ ଆକଳନ…

ବଢିବ ତାପମାତ୍ରା କମିବ ଥଣ୍ଡା: ପଣିପାଗ ବିଭାଗ

ଭୁବନେଶ୍ୱର: ଲଗାତାର କିଛି ଦିନ ହେବ କ୍ରମାଗତ ଭାବରେ ତାପମାତ୍ରାରେ ହ୍ରାସ ଯୋଗୁଁ ଅନେକ ସହରେ ପାରଦ ଖସିବା ସହ ଥଣ୍ଡା ମଧ୍ୟ ଅନୁଭୂତ ହେଉଥିଲା। କିଛି କିଛି ସ୍ଥାନର ତାପମାତ୍ରା ୧୦ ରୁ ୫ ଡିଗ୍ରି ତଳକୁ ଖସିଥିବା ରେକର୍ଡ ମଧ୍ୟ ହୋଇଛି। ମାତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ଥରେ…

ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୪ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଖସୁଛି ତାପମାତ୍ରା। ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ଖସୁଥିବା ଜଣାପଡିଛି। ସୂଚନାନୁସାରେବ୨୪ ଘଣ୍ଟାରେ ସୋନପୁରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୮ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୧୪.୪,…

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ରାଜ୍ୟର ଏହି ୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବନୁମାନ ଅନୁଜାୟୀ କୋରାପୁଟ, ମାଲକାନଗିରି ଏବଂ ରାୟାଗଡା ଆଦି ୩ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶନିବାର ସକାଳ ୮.୩୦ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ଘନଉଛି ଆଉ ଏକ ଲଘୁଚାପ; ଆସନ୍ତା ୧ ରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ନଭେମ୍ବର ୧ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି। ଏହାସହ ଉପକୂଳ ଓଡ଼ିଶାରେ ୩ ତାରିଖ ଦିନ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଓଡ଼ିଶାରୁ ଫେରିଲା ମୌସୁମୀ

ଭୁବନେଶ୍ୱର: ସାରା ଓଡ଼ିଶାରୁ ବିଦାୟ ନେଲା ମୌସୁମୀ । ସାରା ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଓଡ଼ିଶା ସମେତ ସାରା ଦେଶରୁ ମଧ୍ୟ ମୌସୁମୀ ବିଦାୟ ନେଇଥିବା ସୂଚନା ମିଳିଛି । ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨…

ଅଧା ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛାଡୁଛି ମୌସୁମୀ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରୁ ବିଦାୟ ନେଲା ମୌସୁମୀ। ଆସନ୍ତା ୪୮ ଘଂଟା ମଧ୍ୟରେ ଅନ୍ୟ ଅଂଚଳରୁ ମୌସୁମୀ ବାୟୁ ଫେରିଯିବ । ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ପ୍ରାୟ ଅଧା ଓଡିଶାରୁ ମୌସୁମୀ ଫେରିଯାଇଛି । ୮ଟି ଜିଲ୍ଲା…