Latest Odisha News

BREAKING NEWS

Browsing Category

ପାଣିପାଗ

ରାଜଧାନୀକୁ ଘୋଡ଼ାଇ ଦେଲା ଘନ କୁହୁଡ଼ି

ଭୁବନେଶ୍ୱର: ରାଜଧାନୀରେ ଘଡ଼ କୁହୁଡ଼ି । ଦେଖାଗଲାନି ରାସ୍ତାଘାଟ । ଆଜି ସକାଳୁ ସକାଳୁ ଉୁବନେଶ୍ୱରକୁ ଘୋଡ଼ାଇ ରଖିଥିଲା ଘନ କୁହୁଡ଼ି । ସକାଳ ୭ଟା ଯାଏ ରାସ୍ତାଘାଟ ଦିଶୁ ନଥିଲା । ଅତି ପାଖରେ ଥିବା ଜିନିଷ ବି ଖାଲି ଆଖିରେ ଦୃଶ୍ୟମାନ ହେଉ ନଥିଲା । ୨୦୦ ମିଟର ଭିଜିବିଲିଟି ରହିଥିବାରୁ ଯାଆସ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷୁଛି, ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର । ଲୋ ପ୍ରେସର ଏରିଆ ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଅଞ୍ଚଳରେ ରହିଛି । ଏହି ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ୍‌ଲାଇନ୍‌ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରୁ ଉତ୍ତର ଉପକୂଳ ଓଡ଼ିଶା ପର୍ୟ୍ୟନ୍ତ ଲମ୍ବିଛି । ଏହା…

ଆଜି ଓଡ଼ିଶାର ୫ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ତଥା ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ଲଘୁଚାପ ବଳୟଟି ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ…

ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ୧୬ରୁ ଦୁଇ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ…

ସକ୍ରିୟ ହେଉଛି ଘୂର୍ଣ୍ଣବଳୟ ,ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ସକ୍ରିୟ ହେବାରେ ଲାଗିଛି ଘୂର୍ଣ୍ଣବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତାକାଲି ଠାରୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର…

ଘୂର୍ଣ୍ଣି ବଳୟ ସକ୍ରିୟ , ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣି ବଳୟ ସକ୍ରିୟ ହୋଇଛି ଏହାର ପ୍ରଭାବରେ ୩୬ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏହା ଘନିଭୂତ ହୋଇ ୪ ରୁ ୫ ଦିନ ଯାଏଁ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରମୁହାଁ ହେବ । ତେବେ ବାତ୍ୟା…

ଦଶହରାରେ ଲଘୁଚାପ: ୧୫-୧୬ ବେଳକୁ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବ

ଭୁବନେଶ୍ୱର: ବର୍ଷାରେ ଭିଜିବ ଦଶହରା । ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ-ସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ…

କାଁ ଭାଁ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ଏହି ସବୁ ଜିଲ୍ଲା ଗୁିଡିକ ହେଉଛି କଟକ ,ଖୋର୍ଦ୍ଧା .ଭୁବନେଶ୍ୱର,ନୟାଗଡ଼,ପୁରୀ ବୌଦ୍ଧ ଏବଂ କଳାହାଣ୍ଡି । ଆଗାମୀ…

ଆରବ ସାଗରରେ ଆସୁଛି ବାତ୍ୟା ‘ସାହିନ୍’, ନେଇପାରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ରୂପ

ନୂଆଦିଲ୍ଲୀ: ଆରବ ସାଗରରେ ସୃଷ୍ଟି ହେବ ବାତ୍ୟା ସାହିନ୍ । ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ଗୁଲାବର ଅବଶିଷ୍ଟାଂଶରୁ ଏହାର ପୂନର୍ଜନ୍ମ ହୋଇଛି । ସାଇକ୍ଲୋନିକ ଷ୍ଟର୍ମ ନେଇ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ବର୍ତ୍ତମାନ ଆରବ ସାଗରରେ ଓ୍ୱେଲ୍ ମାର୍କଡ ଲୋ ପ୍ରେସର ଅବପାତର ରୂପ ନେଇ…

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ , ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା କରାଇବ । ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଦ୍ୱାରା ବୁଢ଼ାବଳଙ୍ଗ ଓ…