Latest Odisha News

BREAKING NEWS

Browsing Category

ପାଣିପାଗ

ଆଜିଠୁ ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଏହାର ପ୍ରଭାବରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ…

କାଲିଠୁ ଓଡ଼ିଶାକୁ ଦୁଇ ଦିନ ଭିଜାଇବ ବର୍ଷା

ଭୁବନେଶ୍ୱର: ରାଜ୍ୟରେ କମିଛି ଶୀତର ପ୍ରକୋପ । ରାତିର ତାପମାତ୍ରା ବଢ଼ିଛି । ଆଜି ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼ ଓ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । କାଲିଠୁ ରାଜ୍ୟକୁ ଭିଜାଇବ…

ଆଜିଠୁ ରାଜ୍ୟରେ କମିବ ଶୀତ, ୩ ତାରିଖରୁ ବର୍ଷା

ଭୁବନେଶ୍ୱର: ଜାଡ଼ରୁ ମିଳିବ ଆଶ୍ୱସ୍ତି । ଉପରମୁହାଁ ହେବ ପାରଦ । ଆଜିଠୁ ରାଜ୍ୟରେ କମିବ ଶୀତ । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରୁ ପ୍ରବାହିତ ଉଷ୍ମ ଜଳୀୟବାଷ୍ପ ପ୍ରଭାବରେ ତାପମାତ୍ରା ବଢ଼ିବ । ରାଜ୍ୟରେ ୩ରୁ ୫ ଡିଗ୍ରୀ ଯାଏ ରାତିର ତାପମାତ୍ରା…

ଜାଡ଼ରେ ଥରୁଛି ଓଡ଼ିଶା, ଆହୁରି ୨୪ ଘଣ୍ଟା ଶୀତ ଲହରି

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଦୁଇ ଦିନ ହେଲା ଶୀତ ଥରାଇ ଦେଉଛି । ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଛି । ଆହୁରି ୨୪ ଘଣ୍ଟା ଯାଏ ଶୀତ ଲହରି ଜାରି ରହିବ । ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ…

୧୦ ସହରରେ ୧୦ ଡିଗ୍ରୀ ତଳେ ରାତିର ତାପମାତ୍ରା, ଦାରିଙ୍ଗିବାଡ଼ି ଓ ଫୁଲବାଣୀ ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହୋଇଛି ଶୀତ ଲହରି । କାଲିଠାରୁ ବଢ଼ିଛି ଥଣ୍ଡା । ପାଣିପାଗ ବିଭାଗ କହିଛି ଶୀତ ଲହରି ଆହୁରି ୨ ଦିନ ଜାରି ରହିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଥିଲା ଦାରିଙ୍ଗିବାଡ଼ି ଓ ଫୁଲବାଣୀ । ସେଠାରେ ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ…

ଜାଡ଼ ଭାଙ୍ଗୁଛି ହାଡ଼: ଦୁଇ ଦିନ ଶୀତରୁ ନିସ୍ତାର ନାହିଁ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଛି ଶୀତ । ଆଗାମୀ ଦୁଇ ଦିନ ଶୀତରୁ ନିସ୍ତାର ନାହିଁ । ଖସୁଛି ରାତିର ତାପମାତ୍ରା । ପ୍ରବଳ ଥଣ୍ଡାରେ ଥରୁଛି ଓଡ଼ିଶା । ଅଧିକାଂଶ ଜିଲ୍ଲାରେ ରାତିର ତାପମାତ୍ରା ୩-୫ ଡିଗ୍ରୀ ଯାଏ ହ୍ରାସ ପାଇଛି । ଆସନ୍ତା ୩୧ ତାରିଖ ଯାଏ ଏଭଳି ଶୀତ ଲହରି ଜାରି ରହିବ ବୋଲି…

ଫେରିଲା ଜାଡ଼: ୪୮ ଘଣ୍ଟାରେ ୩-୪ ଡିଗ୍ରୀ ଖସିବ ରାତିର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଶୀତ । ଆଜିଠାରୁ ୩୦ ତାରିଖ ଯାଏ ରାଜ୍ୟରେ ଜାରି ରହିବ ଶୀତ ଲହରି । ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଜିଠୁ ଆହୁରି ଖସିବ ରାତିର ତାପମାତ୍ରା । ରାଜ୍ୟକୁ ପ୍ରବେଶ କରୁଛି ଉତ୍ତରା-ପଶ୍ଚିମା ଥଣ୍ଡା-ଶୁଷ୍କ ବାୟୁ । ଏହାର ପ୍ରଭାବରେ ୪୮…

ଫେରିବ ଶୀତ: କାଲିଠୁ ରାଜ୍ୟରେ ବଢ଼ିବ ଜାଡ଼, ରାତିର ତାପମାତ୍ରା ୩-୫ ଡିଗ୍ରୀ ଖସିବ

ଭୁବନେଶ୍ୱର: କାଲିଠୁ ରାଜ୍ୟରେ ବଢ଼ିପାରେ ଶୀତ । ଜାଡ଼ରେ ଥରିବ ଓଡ଼ିଶା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏବେ ପାଗ ଶୁଷ୍କ ରହିଛି । ବିଭିନ୍ନ ଜିଲ୍ଲାରେ ଶୀତ ଲହରି ଅନୁଭୂତ ହେବ । ଆଗାମୀ ତିନି ଦିନ ଭିତରେ ରାତିର ସର୍ବନିମ୍ନ ତାପମାତ୍ରା ୩-୫…

ରାଜଧାନୀରେ ଘନ କୁହୁଡି, ଦିଶୁନି ରାସ୍ତାଘାଟ

ଭୁବନେଶ୍ୱର: ରାଜଧାନୀରେ ଘନ କୁହୁଡି। ୧୦-୨୦ ମିଟର ଦୂରରୁ ବି କିଛି ଦେଖା ଯାଉ। ଯୁଆଡ଼େ ଦେଖିଲେ ଖାଲି ଧୂଆମୟ ପରିବେଶ ଭଳି ଲାଗୁଛି। ଅତି ନିକଟରେ ଥିବା ଲୋକ ବି ଦେଖା ଯାଉ ନାହାଁନ୍ତି।  ସକାଳୁ ସକାଳୁ ଏମିତି ଦୃଶ୍ୟ ଦେଖା ଯାଇଥିଲା ରାଜଧାନୀ ଭୁବନେଶ୍ୱରରେ। କୁହୁଡି ତଳେ ଲୁଚି ଯାଇଥିଲା ବଡ…

କୁହୁଡ଼ି ଚାଦର ତଳେ ଭୁବନେଶ୍ୱର, ଦିଶୁ ନଥିଲା ରାସ୍ତାଘାଟ

ଭୁବନେଶ୍ୱର: ପାଗରେ ପରବର୍ତ୍ତନ । ରାଜଧାନୀରେ ଘନ କୁହୁଡ଼ି । ଆଜି ସକାଳୁ ସକାଳୁ କୁହୁଡ଼ି ଚାଦରରେ ଘୋଡ଼ାଇ ହୋଇଯାଇଥିଲା ସାରା ଭୁବନେଶ୍ୱର । ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିଲା । ଅତି ପାଖରୁ ବି ଦେଖାଯାଉ ନଥିଲା ରାସ୍ତାଘାଟ । ଏତେ ଜୋରରେ କୁହୁଡ଼ି ପଡ଼ିଥିଲା ଯେ, ମୁହଁକୁ ମୁହଁ…