Latest Odisha News

BREAKING NEWS

Browsing Category

ପାଣିପାଗ

ଆଜିଠୁ ପୁଣି ୫ ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାକୁ ବର୍ଷାରୁ ନିସ୍ତାର ନାହିଁ । କାରଣ ଆଜିଠୁ ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ବର୍ଷିବ । ପାଣି ପାଗ ବିଭାଗର ଆକଳନ ଅନୁସାରେ ଆଜି ଉପକୂଳ ଓଡିଶା ସମେତ ରାଜ୍ୟର ୭ଟି ଜିଲ୍ଲାରେ ବର୍ଷା ହୋଇପାରେ । ଏଥିପାଇଁ ୟଲୋ ୱାଣ୍ଣିଂ ଜାରି କରାଯାଇଛି ।…

ଓଡିଶାର ୫ଟି ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବଲାଙ୍ଗିର, ସୋନପୁର, ବୌଦ୍ଧ, ନୂଆପଡା ଓ ବରଗଡ ଆଦି…

ଥମିଲା ବର୍ଷା; ଆଜିଠୁ ଶୁଖିଲା ପାଗ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ଗଲା କିଛି ଦିନ ହେବ ପ୍ରବଳ ବର୍ଷା ଲାଗି ରହିଥିଲା। ତେବେ ଏହି ଲଘୁଚାପ ବଳୟଟି ଏବେ ଦକ୍ଷିଣ-ପଶ୍ଚିମ ମୁହାଁ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ଆଉ ବିଶେଷ ବର୍ଷା ହେବାର…

ଓଡିଶାର ଏହିସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ, ଅନୁଗୁଳ, ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ବୌଦ୍ଧ, ନୂଆପଡା,…

ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା: ରେଡ଼ ଓ୍ୱାର୍ଣ୍ଣିଂରେ ୧୩ ଜିଲ୍ଲା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ବିଗତ ୨ ଦିନ ହେବ ଲଗାଣ ବର୍ଷାରେ ବେହାଲ ହେଲାଣି ରାଜ୍ୟ । ସବୁଆଡେ ଜଳମଗ୍ନ । ଅଧିକାଂଶ ନଦୀ ଫୁଲିବା ଆରମ୍ଭ କଲେଣି । ମାତ୍ର ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଦେବଗଡ଼,…

ଆଜିଠୁ ଆହୁରି ବର୍ଷିବ: ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ସୂଚନା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଏହାର ପ୍ରକୋପ ଆହୁରି ବଢିବା ସହ ୨୬ ତାରିଖ ସକାଳୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ। ବିଶେଷକରି ଉତ୍ତର ଓ ପଶ୍ଚିମ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ପ୍ରବଳ…

ଆହୁରି ବର୍ଷିବ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ରାଜ୍ୟର ଏହି ୨୦ ଜିଲ୍ଲାରେ ବଜ୍ରପାତ ଆଶଙ୍କା: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର,କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ,ନୟାଗଡ଼, ଗଞ୍ଜାମ,…

ବଢିବ ବର୍ଷାର ପରିମାଣ: ଏହିସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇ ଯାଇଛି ପ୍ରବଳ ବର୍ଷା । ଧୀରେଧିରେ ଏହା ବୃଦ୍ଧି ପାଇବ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୫.୦୮.୨୦୨୦: ଏହାର ପ୍ରଭାବରେ ଓଡ଼ିଶାର ୧୧ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା…