ଆଗାମୀ ୨ ଦିନ ଯାଏଁ ଓଡିଶାରେ ଜାରି ରହିବ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆହୁରି ଦୁଇ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶନିବାର ଦିନ ସୂଚନା ମିଳିଛି । ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ଗତ...

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ...

ଆହୁରି ୨ଦିନ ବର୍ଷିବ; ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ଦିନ ଯାଏଁ ବର୍ଷା ଲାଗି ରହିବ । ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢ଼େଙ୍କାନାଳ, ନୟାଗଡ, କଟକ, ଖୋର୍ଦ୍ଧା,...

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ଗୁରୁବାରଠାରୁ ରାଜ୍ୟର ଅନେକ ସ୍ଥାନରେ ୩୦...

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ,...

ରାଜଧାନୀରେ ଅକସ୍ମାତ ବୃଷ୍ଟିପାତ; ସନ୍ଧ୍ୟା ୬ଟା ୩୦ ସୁଦ୍ଧା ଏହିସବୁ ସ୍ଥାନରେ ହେବ ବର୍ଷା !

ଭୁବନେଶ୍ୱର: ରାଜଧାନୀରେ ବୁଧବାର ଦିନ ଅପରାହ୍ନରେ ହଠାତ୍ ଝଡ଼ବର୍ଷା ହେବାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଥିଲେ । ଅପରାହ୍ନରେ ହୋଇଥିବା ଏହି ମୂଷଳଧାରାର ବର୍ଷା ରାଜଧାନୀକୁ ସମ୍ପୂର୍ଣ୍ଣ ଧୋଇ ଦେଇଥିଲା । ଦିନ ପ୍ରାୟ ୨ଟା ବେଳକୁ ଭୁବନେଶ୍ୱର ପାଗ କ୍ରମେ ବଦଳିବାକୁ...

ଆସନ୍ତା ୭ ଯାଏଁ ରାଜ୍ୟରେ ବର୍ଷା; ୮ରୁ ବଢ଼ିବ ତାତି

ଭୁବନେଶ୍ୱର: ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର...

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଓଡ଼ିଶାରେ ମଙ୍ଗଳବାର ରାତିରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛି । ରାଜ୍ୟର ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ହସ୍ତଗତ ହୋଇଛି...

ଆଗାମୀ ୩ଦିନ ଯାଏଁ ଓଡିଶାର ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ ଓଡ଼ିଶାର ଉତ୍ତର, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ବର୍ଷା ହେବା ନେଇ ତିନି ଦିନ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଧିକାରୀ ଭୁବନେଶ୍ୱର...

ବଜ୍ରପାତ ସହ ବର୍ଷା ଆଶଙ୍କା: ୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର...

ସାହିତ୍ୟ