Latest Odisha News

BREAKING NEWS

Browsing Category

ପାଣିପାଗ

ଆହୁରି ଖସିବ ତାପମାତ୍ରା; ନୂଆବର୍ଷରେ ଶିତରେ ଥରିବ ଓଡ଼ିଶା

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଆସନ୍ତା ୩୧ ତାରିଖଠାରୁ ତାପମାତ୍ରା ଆହୁରି କମିବା ନେଇ ଅନୁମାନ କରାଯାଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ସାରା ରାଜ୍ୟରେ ରାତି ତାପମାତ୍ରା ପାଖାପାଖି ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ। ଏହାର ପ୍ରଭାବରେ ନୂଆବର୍ଷର ପ୍ରଥମ ୨…

ଆଜିଠୁ ସାମାନ୍ୟ କମିବ ଶୀତର ପ୍ରକୋପ: ପାଣିପାଗ ବିଭାଗ

ଭୁବନେଶ୍ୱର: ବିଗତ କିଛିଦିନ ହେବ ଅସହ୍ୟ ଶୀତରେ ଥରୁଥିଲା ଓଡିଶା। ତେବେ ଆଜିଠୁ ଶୀତର ପ୍ରକୋପ ସାମାନ୍ୟ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ହ୍ରାସ ପାଇବ ।…

ଜାନୁଆରୀ ୩୧ ଯାଏଁ ଜାରି ରହିବ ଶୀତ ଲହରୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ପ୍ରବଳ ଥଣ୍ଡାରେ ଜନସାଧାରଣ ଅସ୍ତବ୍ୟସ୍ତ ହେଉଥିବା ବେଳେ ଜାନୁଆରୀ ୩୧ ଯାଏଁ ପାଣିପାଗ ସ୍ଥିତିରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଶେଷଜ୍ଞ ଭୁବନେଶ୍ୱର ଉମା ଶଙ୍କର…

ଜାଡ଼ରେ ଥରୁଛି ଓଡ଼ିଶା; ଫୁଲବାଣୀରେ ୬ ଡିଗ୍ରୀ ତଳେ ପାରଦ

ଭୁବନେଶ୍ୱର: ଖସୁଛି ପାରଦ ବଢୁଛି ଥଣ୍ଡା। ହାଡ଼ଭଙ୍ଗା ଶିତରେ ଥରୁଛି ଓଡିଶା। ପ୍ରାୟ ସ୍ଥାନରେ ତାପମାତ୍ରା ୧୦ ଡିଗ୍ରୀ ଟୱଲେ ରହିଛି। କନ୍ଧମାଳରେ ୩ ବର୍ଷର ରେକର୍ଡ଼ ଭାଙ୍ଗିଛି ଶୀତ। ସୂଚନାନୁସାରେ ଫୁଲବାଣୀରେ ପାରଦ ୫.୫ ଡିଗ୍ରିକୁ ଖସିଆସିଛି ଯାହାକି ଏବେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା…

ଖସୁଛି ପାରଦ; ଥରୁଛି ଓଡ଼ିଶା

ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଥଣ୍ଡାର ପ୍ରକୋପ। ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ନିରନ୍ତର ଭାବେ ଥଣ୍ଡା ଓ ଶୁଷ୍କ ପବନ ପ୍ରବାହିତ ହେଉଥିବାରୁ ରାଜ୍ୟ‌ର ରାତି ତାପମାତ୍ରା ଏବେ କମିବାରେ ଲାଗିଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ତାପମାତ୍ରା ପାଖାପାଖି ୫ ଡିଗ୍ରି…

ଘନ କୁହୁଡିର‌େ ଲୁଚିଲା କ‌ୋଣାର୍କ ମନ୍ଦିର

ପୁରୀ: ଘନ କୁହୁଡ଼ି ଯୋଗୁଁ ଗୁରୁବାର ସକାଳେ କୋଣାର୍କ ସୂର୍ଯ୍ୟ ମନ୍ଦିର ସମ୍ପୂର୍ଣ୍ଣ ରୂପ‌େ ଅଦୃଶ୍ୟ ହ‌ୋଇଯାଇଥିବା ଭଳି ମନ‌େ ହ‌େଉଥିଲା। ଯାହା ଫଳରେ ପର୍ଯ୍ୟଟକ ମାନଙ୍କୁ ମନ୍ଦିର ଦେଖିବା ଲାଗି ଅପେକ୍ଷା କରିବାକୁ ପଡିଥିଲା। ଏପରିକି ଘନ କୁହୁଡି ଯ‌ୋଗୁଁ ସମଗ୍ର କୋଣାର୍କ ଅଞ୍ଚଳରେ…

ରାଜ୍ୟରେ ଶୀତ ଲହରୀ; ୧୦ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ବର: ରାଜ୍ୟରେ ଧୀରେଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ୪ ସହରର ତାପମାତ୍ରା ୧୦ ଡିଗ୍ରି ତଳକୁ ଖସିଛି।ସୋନପୁରରେ ସର୍ବନିମ୍ନ ତାପମାତ୍ରା ୮.୮ ରେକର୍ଡ ହୋଇଛି। ରାଜ୍ୟର ସବୁଠାରୁ ଥଣ୍ଡା ସହରରେ ପରିଣତ ହୋଇଛି ସୋନପୁର। ୧୦ ଡିଗ୍ରି…

ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୧୩ଟି ସହର

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୧ରୁ ଦେଢ଼ ଡିଗ୍ରି ପର୍ଯ୍ୟନ୍ତ ଖସିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା। ବିଭାଗର ସୂଚନାନୁସାରେ, ୧୦ ଡିଗ୍ରି ତଳେ ରାଜ୍ୟର ୨ ଟି ସହର ରହିଥିବା ରେକର୍ଡ ହୋଇଥିବା ବେଳେ…

କୋହଲା ପାଗ ସାଙ୍ଗକୁ ରାଜ୍ୟରେ ବଢୁଛି ଶୀତ

ଭୁବନେଶ୍ୱର: ବାତ୍ୟା ନିଭାର ପ୍ରକୋପରେ ଓଡ଼ିଶାରେ ପାଗ କୋହଲା ରହିଛି। ଦିନର ତାପମାତ୍ରା ଅସ୍ୱାଭାବିକ ଭାବେ କମିଯାଇଛି । ଦିନବେଳା ଥଣ୍ଡା ପବନ ଯୋଗୁ ଭୀଷଣ ଶୀତ ମଧ୍ୟ ଅନୁଭୂତ ହେଉଥିବା ଦେଖାଯାଇଛି। ଆଜି ଦକ୍ଷିଣ ଓଡ଼ିଶାର ପ୍ରାୟ ୮ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର…

ଉତ୍ତର ଭାରତରେ ଖସୁଛି ପାରଦ; ଦିଲ୍ଲୀରେ ୧୭ ବର୍ଷର ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ସ୍ଥାନରେ ପାରଦ ଖସିଛି। ଏହାଫଳରେ ଥଣ୍ଡା ମଧ୍ୟ ବଢିଛି। ଦିଲ୍ଲୀରେ ଗତ ୧୭ ବର୍ଷର ରେକର୍ଡ଼ କାଟିଛି ସର୍ବନିମ୍ନ ତାପମାତ୍ରା। ନଭେମ୍ବରରେ ନୂଆଦିଲ୍ଲୀର ତାପମାତ୍ରା ୬.୩ ଡିଗ୍ରି ସେଲ୍‌ସିୟସକୁ ଖସି ଆସିଛି। ଯାହା କି ଗତ ୧୭ ବର୍ଷ…