Latest Odisha News
Browsing Category

ପାଣିପାଗ

ଆହୁରି ବର୍ଷିବ, ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ଏହାସହ ଅଧିକ ଘନିଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ବର୍ଷା ମଧ୍ୟ ଜାରି ରହିଛି । କିନ୍ତୁ ୨୬ ଓ ୨୭ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ରାଜ୍ୟର ଏହି ୨୦ ଜିଲ୍ଲାରେ ବଜ୍ରପାତ ଆଶଙ୍କା: ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର,କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ,ନୟାଗଡ଼, ଗଞ୍ଜାମ,…

ବଢିବ ବର୍ଷାର ପରିମାଣ: ଏହିସବୁ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇ ଯାଇଛି ପ୍ରବଳ ବର୍ଷା । ଧୀରେଧିରେ ଏହା ବୃଦ୍ଧି ପାଇବ ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ୨୫.୦୮.୨୦୨୦: ଏହାର ପ୍ରଭାବରେ ଓଡ଼ିଶାର ୧୧ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା…

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, କେନ୍ଦୁଝର, ଯାଜପୁର,…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ଉପକୂଳ, ଉତ୍ତର, ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳରୁ ଅତି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଦେବଗଡ, ପୁରୀ,…

୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ: ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବାକୁ ଥିବା ବେଳେ…

ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୨୪ ତାରିଖ ବେଳକୁ ଲଘୁଚାପ ଭୀଷଣ ରୂପ ନେବ । ଯାହା ଫଳରେ ୨୫ ଏବଂ ୨୬ ତାରିଖରେ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଭୁବନେଶ୍ୱର ସମେତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ,…

ଫୁଲୁଛି ବୈତରଣୀ: ଲଗାଣ ବର୍ଷା ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଲଗାଣ ବର୍ଷାରେ ଭିଜୁଛି ସାରା ଓଡିଶା । ଲଗାଣ ବର୍ଷା ଯୋଗୁଁ ବେହାଲ ସାରା ରାଜ୍ୟ । ଲଗାତାର ବର୍ଷା ଯୋଗୁଁ ଅଧିକାଂଶ ଧାନ ଚାଷଜମିରେ ପାଣି ଜମି ରହିଥିବା ବେ​ଳେ ବୈତରଣୀ ନଦୀ ମଧ୍ୟ ଫୁଲିବା ଆରମ୍ଭ କରିଥିବା ସୂଚନା ମିଳିଛି । ଜଳସ୍ତର ବିପଦ ସଙ୍କେତ ପାଖାପାଖି ପ୍ରଭାବିତ ହେଉଛି।…