Latest Odisha News

BREAKING NEWS

Browsing Category

ପାଣିପାଗ

ରାଜ୍ୟର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଓଡିଶାର ୧୨ଟି ଜିଲ୍ଲାରେ ଦିନ ୧ଟା ଯାଏଁ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଉକ୍ତ ଜିଲ୍ଲା ମଧ୍ୟରେ ଖୋର୍ଦ୍ଧା, କଟକ,…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା, ୨୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ…

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । ଆଜି ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟର ଦକ୍ଷିଣ, ପଶ୍ଚିମ, ଉତ୍ତର, କେନ୍ଦ୍ରୀୟ ଓ ଆଭ୍ୟନ୍ତରୀଣର ପ୍ରାୟ ୨୧ଟି…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ କାଳବୈଶାଖୀ ସମ୍ଭବାନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି 

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସମ୍ଭବାନା ରହିଛି । ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଘଡଘଡି ସହ ବର୍ଷା ହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏଥିପାଇଁ ୟେଲୋ…

୧୬ଟି ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ଵର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା । ଉତ୍ତର, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ପ୍ରାୟ ୧୬ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା…

ଭୂମିକମ୍ପରେ ଥରିଲା ଜାପାନ

ଟୋକିଓ: ଜାପାନରେ ଭୂକମ୍ପ ଝଟକା ଅନୁଭୂତ । ଆଜି ସକାଳେ ଜାପାନରେ ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୮ ଥିଲା । ପ୍ରାୟ ୯ଟା ୨୯ରେ ଏହି କମ୍ପନ ଅନୁଭୂତ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇଥିବା ଜଣାପଡିନାହିଁ ।…

ଚଳିତ ବର୍ଷ ଠିକ୍ ସମୟରେ ଆସିବ ମୌସୁମୀ, ସ୍ୱାଭାବିକ ହେବ ବର୍ଷା, ପାଣିପାଗ  ବିଭାଗର ଅନୁମାନ 

ନୂଆଦିଲ୍ଲୀ: ଚଳିତ ବର୍ଷ ଠିକ୍ ସମୟରେ ଆସିବ ମୌସୁମୀ । ଏଥର ମୌସୁମୀରେ ଭଲ ବର୍ଷା ହେବ । ଏନେଇ ପୂର୍ବାନୁମାନ ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଚଳିତ ବର୍ଷ ସ୍ୱାଭାବିକ ଶ୍ରେଣୀର ବର୍ଷା ୯୮ ପ୍ରତିଶତ ହେବ । ସ୍ୱାଭାବିକ ଠାରୁ ଅଧିକ ହେଲେ ଏହା ଚାଷୀଙ୍କ ପାଇଁ ବରଦାନ ସାବ୍ୟସ୍ତ ହେବ…

ଆଜି ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାରିଂ ଜାରି 

ଭୁବନେଶ୍ୱର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ଆଜି…

ପାଣିପାଗ ବିଭାଗର ସୂଚନା: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଏନେଇ ସତର୍କ କରିଛି ଭାରତୀୟ ପାଣିପାଗ ବିଭାଗ । ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ, ରାୟଗଡା ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୬0 କିଲୋମିଟର ରହିବ ବୋଲି ପାଣିପାଗ…

କାଳବୈଶାଖୀ ସତର୍କତା, ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଆଜି ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ…

ପାଣିପାଗ ବିଭାଗର ସତର୍କ ଘଣ୍ଟି, ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ…