Latest Odisha News

BREAKING NEWS

Browsing Category

ପାଣିପାଗ

ଆଗାମୀ ୩ ଘଣ୍ଟା ଓଡ଼ିଶାର ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବର ବର୍ଷା ଲାଗି ରହିଛି । ଆସନ୍ତା ୨୬ ତାରିଖ ଯାଏ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତରପ୍ରଦେଶ, ବିହାର, ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତରପୂର୍ବ…

ଜୁନରେ ରାଜ୍ୟର କେଉଁ ଜିଲ୍ଲାରେ କେତେ ବର୍ଷା ? କେଉଁଠି ଅଧିକ ଓ କେଉଁଠି ନିଅଣ୍ଟିଆ

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ଲଘୁଚାପ ପ୍ରଭାବରେ ଗତ କିଛି ଦିନ ହେବ ବର୍ଷ ଜାରି ରହିଛି । ଜୁନ ମାସରେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସ୍ୱାଭାବିକଠାରୁ ୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଜୁନରେ ରାଜ୍ୟରେ ସ୍ୱାଭାବିକଠାରୁ ୨୭% ଅଧିକ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜୁନରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଜୁନ୍ ୧ ତାରିଖରୁ ଆଜି ଭିତରେ ଓଡ଼ିଶାରୋ ମୋଟ୍ ୧୧୮.୪ ମିଲିମିଟର ବର୍ଷା ହୋଇଛି । ଯାହା ସ୍ୱାଭାବିକ ବର୍ଷା ୯୩.୨ ମିଲିମିଟରଠାରୁ ୨୭ ପ୍ରତିଶତ ଅଧିକ । ଅର୍ଥାତ ରାଜ୍ୟରେ ଗତ ୧୭ ଦିନ ଭିତରେ ସ୍ୱାଭାବିକଠାରୁ ୨୭ ପ୍ରତିଶତ…

ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟରେ ବର୍ଷା, ଆଜି ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜିପାଇଁ ୬ ଜିଲ୍ଲା ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ…

ଛୁଇଁଲା ମୌସୁମୀ, ପ୍ରଥମ ବର୍ଷାରେ ଭିଜିଲା ରାୟଗଡା

ରାୟଗଡା: ଗ୍ରୀଷ୍ମ ପ୍ରବାହରୁ ରାୟଗଡା ଜିଲ୍ଲାକୁ ନିସ୍ତାର ମିଳିଛି । ଲଗାତାର ଭାବେ ଦୁଇଦିନ ଧରି ଅବିଶ୍ରାନ୍ତ ବର୍ଷା ଓ କୋହଲା ପାଗ ଲୋକଙ୍କୁ ରୌଦ୍ର ତାପରୁ ଆସ୍ୱସ୍ତି ଦେଇଛି । ପାଣିପାଗ ବିଭାଗ ଦ୍ୱାରା ଜୁନ୍ ଦ୍ୱିତୀୟ ସପ୍ତାହ ସୁଦ୍ଧା ସାରା ରାଜ୍ୟରେ ମୌସୁମୀ ପ୍ରବେଶ ଆକଳନ ସତ ହୋଇଛି ।…

ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ଆଜି ଏସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ସକ୍ରିୟ ହୋଇଛି ମୌସୁମୀ । ଏହାର ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । କଟକ, ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇଛି । ଆଜି ସାରା ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ଓଡ଼ିଶାର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସହ, ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ପାଣିପାଗ…

ଓଡ଼ିଶା ପହଞ୍ଚିଲା ମୌସୁମୀ: ୪୮ ଘଣ୍ଟାରେ ସାରା ଓଡ଼ିଶାକୁ ଛୁଇଁବ

ଭୁବନେଶ୍ୱର: ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୪୮ ଘଣ୍ଟା ଭିତରେ ସାରା ଓଡ଼ିଶାରେ ସକ୍ରିୟ ହେବ । ଏନେଇ ଅନୁକୂଳ ପରିବେଶ ରହିଛି । ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏବର୍ଷ…

୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ, ପାଞ୍ଚ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି । ନିର୍ଦ୍ଧିରିତ ଦିନଠାରୁ ଆଗକୁ ପହଞ୍ଚିପାରେ । ଆସନ୍ତା ୪୮ ଘଣ୍ଟା ଭିତରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ । ଆଜି ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ମୌସୁମୀ…

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଏହି ଦିନ ପହଞ୍ଚିବ ଓଡ଼ିଶାରେ

ନୂଆଦିଲ୍ଲୀ: ଦେଶରେ ପାଦ ଥାପିଛି ମୌସୁମୀ । ଆଜି କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କେରଳର ଦକ୍ଷିଣାଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିଛି । ଖୁବ ଶୀଘ୍ର ସମଗ୍ର ଅଞ୍ଚଳକୁ ଛୁଇଁବ । ଏହାର ପ୍ରଭାବରେ କେରଳରେ ବର୍ଷା…