Latest Odisha News

BREAKING NEWS

Browsing Category

ପାଣିପାଗ

ତାତିରୁ କିଛିଟା ଆଶ୍ୱସ୍ତି, ୬ରୁ ପୁଣି ବଢିବ

ଭୁବନେଶ୍ୱର: କମିଲା ତାତି। ହାଲୁକା ଗରମ କମିଛି । ଅଧିକାଂଶ ସ୍ଥାନରେ ପାରଦ ସାମାନ୍ୟ କମିଛି । ବିଶେଷ କରି ଉତ୍ତପ୍ତ ପିଣ୍ଡ ପାଲଟିଯାଇଥିବା ଭୁବନେଶ୍ୱର ୪ ଦିନ ପରେ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଛି । ଆସନ୍ତା ୩/୪ ଦିନ ଏମିତି ରହିବ । ୬ରୁ ତାତି ଆହୁରି ବଢ଼ିବ ବୋଲି ଅନୁମାନ କରିଛି…

ଆଗକୁ ତାତି ଅସମ୍ଭାଳ !, ‘ସିଜନାଲ ଆଉଟ୍ ଲୁକ୍’ରେ ଓଡ଼ିଶା, ଛତିଶଗଡ଼ ସହ ଉତ୍ତର, ପୂର୍ବ ଓ ପଶ୍ଚିମ ଭାରତକୁ ସତର୍କ କଲେ…

ନୂଆଦିଲ୍ଲୀ: ଏଥର ଅସମ୍ଭାଳ ଗ୍ରୀଷ୍ମ ! ଭାରତୀୟ ପାଣି ପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଆଗାମୀ ଗ୍ରୀଷ୍ମ ଋତୁ ଲାଗି ‘ସିଜନାଲ ଆଉଟ୍‌ଲୁକ୍’ ଜାରି କରିଛନ୍ତି । ମାର୍ଚ୍ଚ-ମେ ଲାଗି ଜାରି ହୋଇଥିବା ଆଉଟଲୁକ୍‌ରେ ଦକ୍ଷିଣ ଓ ମଧ୍ୟଭାରତ ଲାଗି ଗ୍ରୀଷ୍ମ ଉପଭୋଗ୍ୟ ହୋଇପାରେ ବୋଲି ପୂର୍ବାନୁମାନ…

ଗ୍ରୀଷ୍ମଲହରି ପ୍ରଭାବରେ ସନ୍ତୁଳି ହେଉଛି ଓଡ଼ିଶା; ଆଗକୁ ପ୍ରକୋପ ଆହୁରି ବଢିବ

ଭୁବନେଶ୍ବର : ଚଳିତ ବର୍ଷ ଫେବୃଆରୀ ମାସରୁ ଦେଖିବାକୁ ମିଳିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ସୂର୍ଯ୍ୟଙ୍କ ପ୍ରକୋପ ଓଡ଼ିଶା ଉପରେ ଟିକେ ଅଧିକ ରହିବ। ଏହି ତିନି ମାସରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ।…

ଓଡିଶାରେ ଗ୍ରୀଷ୍ମପ୍ରବାହ; ଲଗାତାର ଚତୁର୍ଥ ଦିନ ପାଇଁ ଭୁବନେଶ୍ବର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର: ଲଗାତାର କିଛି ଦିନ ଧରି ରାଜଧାନୀ ଭୁବନେଶ୍ବର ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କଲାଣି। ଖରାର ପ୍ରଖରତା ଅତିଷ୍ଠ କରୁଥିବା ବେଳେ ଏବେଠୁ ଝାଞ୍ଜି ପବନ ବହିବା ଆରମ୍ଭ ହୋଇଗଲାଣି। ବେଶ୍ କିଛି ଦିନ ହେଲା ରାଜଧାନୀର ସର୍ବାଧିକ ତାପମାତ୍ରା ବଢ଼ି ଚାଲିଛି ଓ ସର୍ବନିମ୍ନ…

ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର

ଭୁବନେଶ୍ୱର: ଓଡ଼ିଶାରେ ଖରା ତାତି ବୃଦ୍ଧି ପାଉଥିବା ବେଳେ ଶନିବାର ଦିନ ସବୁଠାରୁ ଅଧିକ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର (୪୦.୬ ଡିଗ୍ରୀ)। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଭୁବନେଶ୍ୱର ବ୍ୟତୀତ ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ,…

ଆରମ୍ଭରୁ ଏତେ ତାତି; ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଅସ୍ତବ୍ୟସ୍ତ ଜନଜୀବନ

ଭୁବନେଶ୍ୱର: ଲଗାତାର କିଛି ଦିନ ଧରି ରାଜଧାନୀ ଭୁବନେଶ୍ବର ଦେଶର ସବୁଠୁ ଉତ୍ତପ୍ତ ସହର ଭାବେ ରେକର୍ଡ କଲାଣି। ଖରାର ପ୍ରଖରତା ଅତିଷ୍ଠ କରୁଥିବା ବେଳେ ଏବେଠୁ ଝାଞ୍ଜି ପବନ ବହିବା ଆରମ୍ଭ ହୋଇଗଲାଣି। ବେଶ୍ କିଛି ଦିନ ହେଲା ରାଜଧାନୀର ସର୍ବାଧିକ ତାପମାତ୍ରା ବଢ଼ି ଚାଲିଛି ଓ ସର୍ବନିମ୍ନ…

ଭୁବନେଶ୍ୱରରେ ସବୁଠୁ ଅଧିକ ଖରା, ୧୭ ସହରରେ ୩୫ ଡିଗ୍ରୀ ପାର ତାପମାତ୍ରା

ଭୁବନେଶ୍ୱର:ଜଳୁଛି ଭୁବନେଶ୍ୱର । ତିନି ଦିନ ଧରି ଭୁବନେଶ୍ୱର ଦେଶର ସବୁଠାରୁ ଉତ୍ତପ୍ତ ସହରରେ ପରିଣତ ହୋଇଛି । ଦୁଇ ଦିନର ରେକର୍ଡକୁ ଭାଙ୍ଗି ଆଜି ଭୁବନେଶ୍ୱରରେ ୪୦.୦୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ମୁଣ୍ଡଫଟା ଖରା ରାଜଧାନୀବାସୀଙ୍କୁ ନାକେଦମ୍‌ କଲାଣି । ଏଥିସହିତ ରାଜ୍ୟର ୧୭ଟି…

ରାଜ୍ୟରେ ବଢୁଛି ତାପମାତ୍ରା, ଭୁବନେଶ୍ୱର ସବୁଠୁ ଅଧିକ ଉତ୍ତପ୍ତ ସହର

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଗୁରୁବାର ଦିନ ଭୁବନେଶ୍ୱର ଦେଶର ଉତ୍ତପ୍ତ ସହର ଭାବେ ରେକର୍ଡ କରିଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁଯାୟୀ ଆସନ୍ତା ଚାରିରୁ ପାଞ୍ଚ ଦିନ ମଧ୍ୟରେ ତାପମାତ୍ରା ଆହୁରି ବୃଦ୍ଧି ପାଇବ। ସେହିଭଳି ରାଜ୍ୟର…

ରାଜ୍ୟରେ ବଦଳିଲା ପାଗ, ଆସନ୍ତା ୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଉପକୂଳବର୍ତ୍ତି ଆନ୍ଧ୍ର ଉପରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ହୋଇଛି । ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପ୍ ଝିପ୍ ବର୍ଷା ହେବାସହ ପାଗ କୋହଲା ରହିଛି । ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା, ୧୧ଟି ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା,…