Latest Odisha News

BREAKING NEWS

Browsing Category

ପାଣିପାଗ

ପାଣିପାଗ ବିଭାଗର ସତର୍କ ସୂଚନା; ୧୪ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୧୪ଟି ଜିଲ୍ଲାରେ ଶୁକ୍ରବାର ଦିନ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା,…

ରାଜ୍ୟର ଏହିସବୁ ସ୍ଥାନରେ ଆସନ୍ତାକାଲି ବର୍ଷା ସମ୍ଭାବନା

ଭୁବନେଶ୍ୱର: ସୁନ୍ଦରଗଡ, ଝାରସୁଗୁଡା ଏବଂ ବରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟ ଧରଣର ବର୍ଷା ହୋଇଥିବା ନେଇ ଗୁରୁବାର ଦିନ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର (ଆଇଏମଡି)। ଆସନ୍ତା ଶୁକ୍ରବାର ସକାଳ ୮.୩୦ ପର୍ଯ୍ୟନ୍ତ ନୂଆପଡା,…

ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା; ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୧୯ଟି ଜିଲ୍ଲାରେ ଗୁରୁବାର ଦିନ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର,…

ଆଗାମୀ ୨ରୁ୩ ଦିନ ଓଡିଶାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା 

ଭୁବନେଶ୍ବର: ଆଗାମୀ ୨ରୁ୩ ଦିନ ଯାଏଁ ଓଡିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ପୂର୍ବ ଆକଳନ ଅନୁଯାଇ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ-ମଧ୍ୟମ ଧରଣର ବର୍ଷା  ଅନୁଭୂତ ହୋଇଥିବା ବେଳେ ଅବଶିଷ୍ଠ ଅଞ୍ଚଳରେ ପାଗ ମୁଖ୍ୟତ ଶୁଖିଲା ରହିଛି । …

ରାଜ୍ୟରେ ବର୍ଷା ଆଶଙ୍କା, ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ ଓ ୧୭ ତାରିଖ ବେଳକୁ ଓଡିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ଅନୁଯାୟୀ, ଫେବୃଆରୀ ୧୬ ସକାଳ ୮ଟା ୩୦ମି.ରୁ ଫେବୃଆରୀ ୧୭ ତାରିଖ ସକାଳ ୮ଟା ୩୦ମି. ମଧ୍ୟରେ ନୂଆପଡା, ବରଗଡ,…

ଅସହ୍ୟ ଜାଡ଼ରେ ଥରୁଛି ଓଡିଶା; ଫୁଲବାଣୀରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଭୁବନେଶ୍ବର: ଅସହ୍ୟ ଜାଡ଼ରେ ଥରୁଛି ଓଡିଶା। ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଶୀତର ପ୍ରକୋପ ଏବେ ଅଧିକ ରହିଥିବା ବେଳେ ଆସନ୍ତା ୨ରୁ ୩ ଦିନ ଭିତରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ। ମାତ୍ର ୮ ତାରିଖରୁ ପୁଣି ଥିରେ ପାରଦସ୍ତର ଖସିବା ସହ ଶୀତ…

ଥରୁଛି ଓଡ଼ିଶା; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ଭୁବନେଶ୍ବର: ଅସହ୍ୟ ଜାଡ଼ରେ ଥରୁଛି ଓଡିଶା। ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ। କିଛି ଦିନ ଧରି କମିଯାଇଥିବା ଶୀତର ପ୍ରକୋପ ଏବେ ଆସ୍ତେ ଆସ୍ତେ ବଢିବାରେ ଲାଗିଛି। ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲୋକେ। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବ…

୨୪ ଘଣ୍ଟା ଯାଏଁ ଓଡ଼ିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ଯାଏଁ  ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ,…

ଶୀତ ଲହରୀ ନେଇ ୧୧ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ରବିବାର ଦିନ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ପାଣିପାଗ ବିଭାଗର ବୁଲେଟିନ ଅନୁଯାୟୀ ମରାଠୱାଡା ଏବଂ ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍ ସର୍କୁଲେସନ ଯୋଗୁଁ ଆଗାମୀ ୨୪…

ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ

ଭୁବନେଶ୍ୱର: କିଛିଦିନ ହେବ ରାଜ୍ୟରୁ ଶୀତ ଗାଏବ ହୋଇ ଯାଇଥିବା ବେଳେ ପୁଣି ଶୀତ ଫେରିଛି। ଆସନ୍ତା ୩ ଦିନରେ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ଖସିବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା।ଆଭ୍ୟନ୍ତରୀଣ ଓଡ଼ିଶାରେ ଏହି ଶୀତର ପ୍ରକୋପ ଅଧିକ ରହିବା ନେଇ ଅନୁମାନ କରାଯାଇଛି।…