Latest Odisha News

BREAKING NEWS

Browsing Category

ପାଣିପାଗ

କାଳବୈଶାଖୀ ସତର୍କତା, ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଆଜି ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ…

ପାଣିପାଗ ବିଭାଗର ସତର୍କ ଘଣ୍ଟି, ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ…

ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତ ଆଶଙ୍କା, ଆଜିଠୁ ଆଗାମୀ ୫ ଦିନ ଯାଏଁ ସତର୍କ ସୂଚନା 

ଭୁବନେଶ୍ବର: ରାଜ୍ୟରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଆଜି ଅପରାହ୍ନରୁ ଆଗାମୀ ୫ ଦିନ ଯାଏ ଅର୍ଥାତ ୧୬ ତାରିଖ ଯାଏଁ ରାଜ୍ୟର କିଛି ଜିଲ୍ଲାରେ ଝଡ-ବର୍ଷା ସହ ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । କାଲି ସକାଳ…

ରାଜ୍ୟକୁ ପୁଣି ଫେରିବ ତାତି: ଏପ୍ରିଲ ଦ୍ଵିତୀୟ ସପ୍ତାହ ଶେଷ ପର୍ଯ୍ୟନ୍ତ କରିବ କଲବଲ, ଆଶ୍ୱସ୍ତୀ ଆଣିପାରେ କାଳବୈଶାଖୀ

ଭୁବନେଶ୍ୱର: ଆଜିଠାରୁ ଏପ୍ରିଲ ଦ୍ବିତୀୟ ସପ୍ତାହ ଶେଷ ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ତାତିରେ ଜଳିବ ଓଡ଼ିଶା । ଅସହ୍ୟ ତାତି ଓ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେବେ ରାଜ୍ୟବାସୀ । ତାପମାତ୍ରା ପ୍ରାୟ ୩-୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ…

ଆଜି ରାଜ୍ୟର ୨୧ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା 

ଭୁବନେଶ୍ବର: ଅସହ୍ୟ ଗରମରୁ ମିଳିବ ଆଶ୍ବସ୍ତୀ । ଆଜି ରାଜ୍ୟର ୨୧ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଅଛି । କିଛି କିଛି ଅଞ୍ଚଳରେ ଘଡଘଡ଼ି ଓ ବର୍ଷା ହେବା ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ବିଭାଗ ପୂର୍ବାନୁମାନ କରିଛି ।  ତାତି କମିଛି । ଉପକୂଳ…

ତାତିରୁ ଆଶ୍ୱସ୍ତି: ଆଗାମୀ ୩ ଦିନ କାଳବୈଶାଖୀ ସମ୍ଭାବନା, ରାଜ୍ୟର ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୫ ଜିଲ୍ଲାକୁ ସତର୍କ କରିଯାଇଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଓ୍ବେଲ୍ଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି…

ବଦଳିପାରେ ପାଗ, ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା !

ଭୁବନେଶ୍ବର: ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା ହେବ । ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ଣରେ…

ଆସନ୍ତା ୨୪ ଘଣ୍ଟାରେ ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଇଏମଡିର ବୁଲେଟିନ ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ଧରଣର ବର୍ଷା ସମ୍ଭାବନା ରହିଛି।…

ଓଡ଼ିଶାର ୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୭ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଅନୁଗୁଳ, କେନ୍ଦୁଝର ଏବଂ ଦେଓଗଡରେ ଆକାଶ ମେଘାଚ୍ଛନ୍ନ ରହିବ। ତେବେ…