Latest Odisha News

BREAKING NEWS

Browsing Category

ପାଣିପାଗ

ତାତିରୁ ଆଶ୍ୱସ୍ତି: ଆଗାମୀ ୩ ଦିନ କାଳବୈଶାଖୀ ସମ୍ଭାବନା, ରାଜ୍ୟର ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୫ ଜିଲ୍ଲାକୁ ସତର୍କ କରିଯାଇଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଓ୍ବେଲ୍ଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି…

ବଦଳିପାରେ ପାଗ, ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା !

ଭୁବନେଶ୍ବର: ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା ହେବ । ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ଣରେ…

ଆସନ୍ତା ୨୪ ଘଣ୍ଟାରେ ଏସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘଡଘଡି ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ଜିଲ୍ଲାରେ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଇଏମଡିର ବୁଲେଟିନ ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ଧରଣର ବର୍ଷା ସମ୍ଭାବନା ରହିଛି।…

ଓଡ଼ିଶାର ୭ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ୭ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ନେଇ ଶନିବାର ଦିନ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆଞ୍ଚଳିକ କେନ୍ଦ୍ର। ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ଅନୁଗୁଳ, କେନ୍ଦୁଝର ଏବଂ ଦେଓଗଡରେ ଆକାଶ ମେଘାଚ୍ଛନ୍ନ ରହିବ। ତେବେ…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୩ ଘଣ୍ଟା ଯାଏ ପାଣିପାଗ ବିଭାଗର ସତର୍କତା

ଭୁବନେଶ୍ୱର: ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କତା ଜାରି କରିଛି । ୭ ଗୋଟି ଜିଲ୍ଲା ପାଇଁ ଜାରି ହୋଇଛି ସତର୍କତା । ଉତ୍ତର ପଶ୍ଚିମ ଓଡିଶାର ୭ ଜିଲ୍ଲାରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି। ଆଗାମୀ ୩ ଘଣ୍ଟା…

୯ ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ନଅଟି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ଏଜେନ୍ସିର କହିଛି ଯେ ଭଦ୍ରକ, ଯାଜପୁର, ଜଗତସିଂହପୁର , ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଏବଂ…

ତାତିରୁ କିଛିଟା ଆଶ୍ୱସ୍ତି, ୬ରୁ ପୁଣି ବଢିବ

ଭୁବନେଶ୍ୱର: କମିଲା ତାତି। ହାଲୁକା ଗରମ କମିଛି । ଅଧିକାଂଶ ସ୍ଥାନରେ ପାରଦ ସାମାନ୍ୟ କମିଛି । ବିଶେଷ କରି ଉତ୍ତପ୍ତ ପିଣ୍ଡ ପାଲଟିଯାଇଥିବା ଭୁବନେଶ୍ୱର ୪ ଦିନ ପରେ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଛି । ଆସନ୍ତା ୩/୪ ଦିନ ଏମିତି ରହିବ । ୬ରୁ ତାତି ଆହୁରି ବଢ଼ିବ ବୋଲି ଅନୁମାନ କରିଛି…

ଆଗକୁ ତାତି ଅସମ୍ଭାଳ !, ‘ସିଜନାଲ ଆଉଟ୍ ଲୁକ୍’ରେ ଓଡ଼ିଶା, ଛତିଶଗଡ଼ ସହ ଉତ୍ତର, ପୂର୍ବ ଓ ପଶ୍ଚିମ ଭାରତକୁ ସତର୍କ କଲେ…

ନୂଆଦିଲ୍ଲୀ: ଏଥର ଅସମ୍ଭାଳ ଗ୍ରୀଷ୍ମ ! ଭାରତୀୟ ପାଣି ପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଆଗାମୀ ଗ୍ରୀଷ୍ମ ଋତୁ ଲାଗି ‘ସିଜନାଲ ଆଉଟ୍‌ଲୁକ୍’ ଜାରି କରିଛନ୍ତି । ମାର୍ଚ୍ଚ-ମେ ଲାଗି ଜାରି ହୋଇଥିବା ଆଉଟଲୁକ୍‌ରେ ଦକ୍ଷିଣ ଓ ମଧ୍ୟଭାରତ ଲାଗି ଗ୍ରୀଷ୍ମ ଉପଭୋଗ୍ୟ ହୋଇପାରେ ବୋଲି ପୂର୍ବାନୁମାନ…

ଗ୍ରୀଷ୍ମଲହରି ପ୍ରଭାବରେ ସନ୍ତୁଳି ହେଉଛି ଓଡ଼ିଶା; ଆଗକୁ ପ୍ରକୋପ ଆହୁରି ବଢିବ

ଭୁବନେଶ୍ବର : ଚଳିତ ବର୍ଷ ଫେବୃଆରୀ ମାସରୁ ଦେଖିବାକୁ ମିଳିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ସୂର୍ଯ୍ୟଙ୍କ ପ୍ରକୋପ ଓଡ଼ିଶା ଉପରେ ଟିକେ ଅଧିକ ରହିବ। ଏହି ତିନି ମାସରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ।…