Latest Odisha News

BREAKING NEWS

Browsing Category

ପାଣିପାଗ

ବଢିବ ତାପମାତ୍ରା କମିବ ଥଣ୍ଡା: ପଣିପାଗ ବିଭାଗ

ଭୁବନେଶ୍ୱର: ଲଗାତାର କିଛି ଦିନ ହେବ କ୍ରମାଗତ ଭାବରେ ତାପମାତ୍ରାରେ ହ୍ରାସ ଯୋଗୁଁ ଅନେକ ସହରେ ପାରଦ ଖସିବା ସହ ଥଣ୍ଡା ମଧ୍ୟ ଅନୁଭୂତ ହେଉଥିଲା। କିଛି କିଛି ସ୍ଥାନର ତାପମାତ୍ରା ୧୦ ରୁ ୫ ଡିଗ୍ରି ତଳକୁ ଖସିଥିବା ରେକର୍ଡ ମଧ୍ୟ ହୋଇଛି। ମାତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁଣି ଥରେ…

ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୪ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଖସୁଛି ତାପମାତ୍ରା। ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ରାତିର ସର୍ବନିମ୍ନ ତାପମାତ୍ରା ଖସୁଥିବା ଜଣାପଡିଛି। ସୂଚନାନୁସାରେବ୨୪ ଘଣ୍ଟାରେ ସୋନପୁରରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୧.୮ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାରେ ୧୪.୪,…

ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ରାଜ୍ୟର ଏହି ୩ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବନୁମାନ ଅନୁଜାୟୀ କୋରାପୁଟ, ମାଲକାନଗିରି ଏବଂ ରାୟାଗଡା ଆଦି ୩ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶନିବାର ସକାଳ ୮.୩୦ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ…

ଘନଉଛି ଆଉ ଏକ ଲଘୁଚାପ; ଆସନ୍ତା ୧ ରୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ନଭେମ୍ବର ୧ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି। ଏହାସହ ଉପକୂଳ ଓଡ଼ିଶାରେ ୩ ତାରିଖ ଦିନ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ଓଡ଼ିଶାରୁ ଫେରିଲା ମୌସୁମୀ

ଭୁବନେଶ୍ୱର: ସାରା ଓଡ଼ିଶାରୁ ବିଦାୟ ନେଲା ମୌସୁମୀ । ସାରା ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଓଡ଼ିଶା ସମେତ ସାରା ଦେଶରୁ ମଧ୍ୟ ମୌସୁମୀ ବିଦାୟ ନେଇଥିବା ସୂଚନା ମିଳିଛି । ଚଳିତବର୍ଷ ନିର୍ଦ୍ଧାରିତ ସମୟର ୨…

ଅଧା ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର: ଓଡ଼ିଶା ଛାଡୁଛି ମୌସୁମୀ । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଅଞ୍ଚଳରୁ ବିଦାୟ ନେଲା ମୌସୁମୀ। ଆସନ୍ତା ୪୮ ଘଂଟା ମଧ୍ୟରେ ଅନ୍ୟ ଅଂଚଳରୁ ମୌସୁମୀ ବାୟୁ ଫେରିଯିବ । ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ପ୍ରାୟ ଅଧା ଓଡିଶାରୁ ମୌସୁମୀ ଫେରିଯାଇଛି । ୮ଟି ଜିଲ୍ଲା…

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାରୁ ଫେରିଯିବ ମୌସୁମୀ !

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ରାଜ୍ୟରେ ଏବେ ଲଘୁଚାପ ସମ୍ଭାବନା ନଥିବାରୁ ପାଗ ଶୁଖିଲା ରହିବ। ଫଳରେ ରାଜ୍ୟରୁ ମୌସୁମୀ ଫେରିବା ନେଇ ଅନୁକୂଳ ପରିବେଶ ସୃଷ୍ଟି ହେବ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶା ଓ ଉତ୍ତର-ପଶ୍ଚିମ…

ଓଡିଶାର ୪ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଦେବଗଡ ଆଦି ଜିଲ୍ଲାର…

ପାଣିପାଗ ବିଭାଗର ସତର୍କ ସୂଚନା; ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବଳୟ ନେଇଛି ଗଭୀର ଅବପାତ ରୂପ ‌ନେଇଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହା ଉତ୍ତର-ଉତ୍ତର ଦିଗକୁ ଗତି କରି ଆଜି ଅପରାହ୍ନରେ ଗଭୀର ଅବପାତ ରୂପ ନେବ। ଏହା ପଶ୍ଚିମବଙ୍ଗର ସାଗରଦୀପ ଏବଂ ବାଂଲାଦେଶର ଖେପୁପଡ଼ା…

ହେବନି ବାତ୍ୟା: IMD

ଭୁବନେଶ୍ୱର: ଅବପାତରେ ପରିଣତ ହୋଇଛି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ହେଲେ ଏହି ଅବପାତ ବାତ୍ୟାରେ ପରିଣତ ହେବ ନାହିଁ । ବାତ୍ୟା ଭୟ ନଥିବା ନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି…