Latest Odisha News

BREAKING NEWS

Browsing Category

ପାଣିପାଗ

ଓଡିଶାର ୧୯ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଢେଙ୍କାନାଳ, କଟକ (କଟକ ସହର), ନୟାଗଡ, ଖୋର୍ଦ୍ଧା…

ବର୍ଷା ସହ ବଜ୍ରପାତ ଆଶଙ୍କା: ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ଶୁକ୍ରବାର ପ୍ରାୟ ୧୫ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା ଓ ଅନୁଗୁଳର କିଛି ସ୍ଥାନରେ ଘଡଘଡି ସହ ମଧ୍ୟମ ଧରଣର…

ଆଜି ରାତିରେ ଏହି ୧୨ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାତି ୧୧ଟା ୩୦ ମଧ୍ୟରେ ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ଓଡିଶାର ୮ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ,…

ବର୍ଷା ସହ ବଜ୍ରପାତ ଆଶଙ୍କା: ୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ଢେଙ୍କାନାଳ ଓ କଟକର କିଛି ସ୍ଥାନରେ…

ଆଜି ସନ୍ଧ୍ୟା ସୁଦ୍ଧା ଏହିସବୁ ଜିଲ୍ଲାକୁ ରହିଛି ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର…

ଓଡିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ,…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ, ନବରଙ୍ଗପୁର,…

ରଜରେ ଭିଜିବ ସାରା ରାଜ୍ୟ: ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଓଡ଼ିଶା ଛଇଁବ ମୌସୁମୀ । ଯାହାର ପ୍ରଭାବରେ ଚଳିତବର୍ଷ ବର୍ଷାରେ ଭିଜିବ ରଜ । ମାତ୍ର ମୌସୁମୀ ପୂର୍ବରୁ ଲଘୁଚାପ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଲଘୁଚାପରେ ପରିଣତ ହୋଇଛି…

ମୌସୁମୀ ଆଗରୁ ଲଘୁଚାପରେ ଭିଜିବ ସାରା ଓଡିଶା: ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାର କେ‌ତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇପାରେ। ଏହି ଲଘୁଚାପ ଦ୍ବାରା ଓଡ଼ିଶାକୁ ଜୁନ୍‌ ୧୧ରୁ ୧୨ତାରିଖ ଭିତରେ…