Latest Odisha News

BREAKING NEWS

Browsing Category

ପାଣିପାଗ

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

୧୮ରୁ ପୁଣି ବର୍ଷିବ!!

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଓଡିଶା ପାଇଁ ପ୍ରବଳ ବର୍ଷା ସତର୍କ ସୂଚନା ଜାରି କରିଛନ୍ତି । ରାଜ୍ୟ ସରକାର ବୁଧବାର ଜିଲ୍ଲା କଲେକ୍ଟରମାନଙ୍କୁ ଅଧିକ ସଜାଗ ରହିବାକୁ କହିଛନ୍ତି। ଏକ ଚିଠିରେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କଲେକ୍ଟରମାନଙ୍କୁ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର,…

ଆସୁଛି ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗକୁ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୦ ତାରିଖ ଦିନ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର,ଢେଙ୍କାନାଳ, ଯାଜପୁର, କଟକ…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଏହିସବୁ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଭୁବନେଶ୍ବର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…

ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯାହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ତେବେ ୧୫…

ଆସନ୍ତା ୩ ଦିନ ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଅଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ଜିଲ୍ଲାଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କଟକ, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ,…