Latest Odisha News

BREAKING NEWS

Browsing Category

ପାଣିପାଗ

ବଜ୍ରପାତ ସହ ବର୍ଷା ଆଶଙ୍କା; ୨୫ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ମାଲକାନଗିରି,…

ଓଡିଶାର ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଓଡିଶାର ନୂଆପଡା, ବରଗଡ, କଳାହାଣ୍ଡି, ବଲାଙ୍ଗୀର, ସମ୍ବଲପୁର, ଦେବଗଡ ଓ ଝାରସୁଗୁଡ଼ା ଭଳି  ୭ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ‌ରେ ଆଜି …

ବଜ୍ରପାତ ସହ ବର୍ଷା ଆଶଙ୍କା; ୯ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଯାଜପୁର, କଟକ,ଖୋର୍ଦ୍ଧା, କେନ୍ଦ୍ରାପଡା, ପୁରୀ,…

ଆସନ୍ତାକାଲିଠୁ ପ୍ରବଳ ଛେଚିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୧୦ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର,…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ନବରଙ୍ଗପୁର, କନ୍ଧମାଳ, ବରଗଡ, କଟକ (କଟକ ସିଟି), ଅନୁଗୁଳ, ଖୋର୍ଦ୍ଧା…

ସାମୁଦ୍ରିକ ଝଡ ‘ନୌଲ୍‌’ ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମଡ ଟୁ ବି…

ଆଜି ରାତିରେ କେଉଁ ସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କନ୍ଧମାଳ, କୋରାପୁଟ, ସମ୍ବଲପୁର, ବଲାଙ୍ଗିର, ଝାରସୁଗୁଡା,…

ବଜ୍ରପାତ ସହ ବର୍ଷା ଆଶଙ୍କା; ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

୧୮ରୁ ପୁଣି ବର୍ଷିବ!!

ଭୁବନେଶ୍ୱର: ଭାରତ ପାଣିପାଗ ବିଭାଗ (ଆଇଏମଡି) ଓଡିଶା ପାଇଁ ପ୍ରବଳ ବର୍ଷା ସତର୍କ ସୂଚନା ଜାରି କରିଛନ୍ତି । ରାଜ୍ୟ ସରକାର ବୁଧବାର ଜିଲ୍ଲା କଲେକ୍ଟରମାନଙ୍କୁ ଅଧିକ ସଜାଗ ରହିବାକୁ କହିଛନ୍ତି। ଏକ ଚିଠିରେ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କଲେକ୍ଟରମାନଙ୍କୁ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କଟକ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର,…