Latest Odisha News

BREAKING NEWS

Browsing Category

ପାଣିପାଗ

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବର୍ଷାରୁ ଆଉ ନିସ୍ତାର ନାହିଁ । ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ…

୮ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦେଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା…

ବଜ୍ରପାତ ସହ ବର୍ଷା ଆଶଙ୍କା: ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି। ଏହି ଜିଲ୍ଲା ଗୁଡିକ ହେଉଛି କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ଼, ବରଗଡ଼, ମୟୁରଭଞ୍ଜ ଓ…

କାଳବୈଶାଖୀ ପ୍ରଭାବ: ଆସନ୍ତା ୧୨ ପର୍ଯ୍ୟନ୍ତ ବର୍ଷିବ !

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଛି । ଏହା ସତ୍ତ୍ୱେ ଆସନ୍ତା ସେପ୍ଟେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ବଜ୍ରପାତ ସହ ବର୍ଷା ଆଶଙ୍କା: ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ୭ ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଉଛି ସମ୍ବଲପୁର, ସୁନ୍ଦରଗଡ, ଝରସୁଗୁଡା, ଦେଓଗଡ଼, ବରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର…

ବଜ୍ରପାତ ସହ ବର୍ଷା ଆଶଙ୍କା; ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, କନ୍ଧମାଳ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ମାଲକାନଗିରି, ନୂଆପଡା, ବରଗଡ ଓ ବଲାଙ୍ଗିର ଆଦି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସକାଳ ୧୦ଟା…

ଓଡିଶାର ୫ ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝରଗଡ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ…

ଓଡିଶାର କେଉଁସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ

ଭୁବନେଶ୍ୱର: ଓଡିଶାର ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାକୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରପକ୍ଷରେ ଶୁକ୍ରବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ମଧ୍ୟରେ ରାଜ୍ୟର ପ୍ରାୟ ୫…