Latest Odisha News

BREAKING NEWS

Browsing Category

ପାଣିପାଗ

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ପାଣିପାଗ ବିଭାଗର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ଉପକୂଳ, ଉତ୍ତର, ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳରୁ ଅତି…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଦେବଗଡ, ପୁରୀ,…

୨୪ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ: ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବିଭାଗ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବାକୁ ଥିବା ବେଳେ…

ଆସୁଛି ଆଉ ଏକ ଲଘୁଚାପ, ୫ ଦିନ ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆସନ୍ତା ୨୪ ଘଂଟା ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୨୪ ତାରିଖ ବେଳକୁ ଲଘୁଚାପ ଭୀଷଣ ରୂପ ନେବ । ଯାହା ଫଳରେ ୨୫ ଏବଂ ୨୬ ତାରିଖରେ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଭୁବନେଶ୍ୱର ସମେତ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କେନ୍ଦୁଝର, ମୟୁରଭଞ୍ଜ,…

ଫୁଲୁଛି ବୈତରଣୀ: ଲଗାଣ ବର୍ଷା ପାଇଁ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଲଗାଣ ବର୍ଷାରେ ଭିଜୁଛି ସାରା ଓଡିଶା । ଲଗାଣ ବର୍ଷା ଯୋଗୁଁ ବେହାଲ ସାରା ରାଜ୍ୟ । ଲଗାତାର ବର୍ଷା ଯୋଗୁଁ ଅଧିକାଂଶ ଧାନ ଚାଷଜମିରେ ପାଣି ଜମି ରହିଥିବା ବେ​ଳେ ବୈତରଣୀ ନଦୀ ମଧ୍ୟ ଫୁଲିବା ଆରମ୍ଭ କରିଥିବା ସୂଚନା ମିଳିଛି । ଜଳସ୍ତର ବିପଦ ସଙ୍କେତ ପାଖାପାଖି ପ୍ରଭାବିତ ହେଉଛି।…

୫ ଜିଲ୍ଲାକୁ ପ୍ରବଳ ବର୍ଷାର ରେଡ୍ ଆଲର୍ଟ

ଭୁବନେଶ୍ୱର: ରାଜ୍ୟର ୫ ଜିଲ୍ଲା କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୁନ୍ଦରଗଡ ଓ ଦେବଗଡରେ ଆସନ୍ତା ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସମ୍ଭାବନା ରହିଛି । ତେଣୁ ଏହି ୫ଟି ଜିଲ୍ଲା…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, ସୁନ୍ଦରଗଡ, ବୌଦ୍ଧ, ସମ୍ବଲପୁର, ନବରଙ୍ଗପୁର, ନୂଆପଡା,…

ଆଜିବି ପ୍ରବଳ ବର୍ଷିବ: ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମମୁହାଁ ହେବା ସହ ଅଧିକ ଘନୀଭୂତ ହେଇ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ସାରା…

ପ୍ରବଳ ବର୍ଷା ସମ୍ଭାବନା: ୧୦ ଜିଲ୍ଳାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଂଟାରେ ଅବପାତର ରୂପ ନେବ ଉତର ଉତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ । ଏବେ ଏହା ପଶ୍ଚିମଦିଗରେ ଗତି କରିଛି । ଏହା ପ୍ରଭାବରେ  ଆଜି ଓ ଆସନ୍ତାକାଲି ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସଂଭାବନା ରହିଛି । ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷିବ ତେଣୁ…