Latest Odisha News

BREAKING NEWS

Browsing Category

ପାଣିପାଗ

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ; ଆଗାମୀ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି । ଆସନ୍ତା ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ରାଜ୍ୟରେ ଏବେବି ସକ୍ରିୟ…

ଲଗାଣ ବର୍ଷା ଯୋଗୁଁ ୩ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ଦୁଇ ଦିନ ଧରି ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ସାଧାରଣ ଜୀବନ ମଧ୍ୟ ବାଧା ପ୍ରାପ୍ତ ହେଉଛି। ଲଗାଣ ବର୍ଷା ଯୋଗୁଁ ଢେଙ୍କାନାଳ , ଭଦ୍ରକ ଏବଂ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତିର ଉପୁଜିଲାଣି । ପ୍ରବଳ…

ଆସନ୍ତା ୧୯ ରେ ଆଉ ଏକ ଲଘୁଚାପ: ଏହିସବୁ ଜିଲ୍ଲାକୁ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଲୋ ପ୍ରେସର’ରେ ପରିଣତ ହୋଇଛି। ବର୍ତ୍ତମାନ ଏହା ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ପଶ୍ଚିମ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାସହ ୧୯ ଅଗଷ୍ଟରେ ଉତ୍ତର ବଙ୍ଗୋପସାଗରରେ ଏକ…

ଓଡିଶାର ୨୬ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, କୋରାପୁଟ, ସୁନ୍ଦରଗଡ, ବରଗଡ,…

୧୭ ଜିଲ୍ଲାରେ ବର୍ଷା ଆଶଙ୍କା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଯାଜପୁର,…

ପ୍ରବଳ ବର୍ଷା ସମ୍ଭାବନା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରର ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ,…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ସମସ୍ତ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ଲଘୁଚାପର ରୂପ ନେବାକୁ ଯାଉଥିବା ବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୭ ଟି ଜିଲ୍ଲାରେ ପ୍ରବଳ…

ଆଜିଠାରୁ ରାଜ୍ୟର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋ‌ପସାଗର ଗତକାଲି ସୃଷ୍ଟ ହୋଇଛି ଏକ ଘୂର୍ଣ୍ଣିବଳୟ । ଆଜି ସକାଳେ ଏହି ଘୁର୍ଣ୍ଣିବଳୟ ଲଘୁଚାପ ବଳୟ ସୃଷ୍ଟି କରିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ହେବାର ସମ୍ଭାବନା ରହିଛି। ଆଜିଠାରୁ ଏହି ଲଘୁଚାପର ପ୍ରଭାବ ଅଧିକ ରହିବା ନେଇ…