Latest Odisha News

BREAKING NEWS

Browsing Category

ପାଣିପାଗ

ଘଡଘଡି ସହ ବର୍ଷା ଆଶଙ୍କା: ୯ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୁରଭଞ୍ଜ, ଭଦ୍ରକ, ଯାଜପୁର,…

ଓଡିଶାର କେଉଁସବୁ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କୋରାପୁଟ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, କଟକ ଓ…

ଦାନା ବାନ୍ଧୁଛି ଲଘୁଚାପ; ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋ‌ପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା…

ଦିନ ୨ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୪ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି…

ରାଜ୍ୟର ଏହି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର- ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଭିଜୁଛି ସାରା ଓଡ଼ିଶା। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗର ପୂର୍ବନୁମାନ ଅନୁସାରେ, ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ…

ରାଜ୍ୟର ଏହି ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଯାଜପୁର, ଭଦ୍ରକ, କଟକ ଓ ନୂଆପଡା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ , ଅନୁଗୁଳ, ରାୟଗଡ଼ା, କନ୍ଧମାଳ,…

ପାଣିପାଗ ବିଭାଗର ସତର୍କ ସୂଚନା; ୫ ଜିଲ୍ଲା‌ରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ବର: ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ପ୍ରବଳ ବର୍ଷ ହେଲାଣି। ଆଗାମୀ ୨୪ ଘଣ୍ଟା‌ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାକୁ ଯାଉଛି । ଏହା ପ୍ରଭାବରେ ରାଜ୍ୟର ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ…

୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ୧୦ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳରୁ ଅତି ପ୍ରବଳ…

ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି.ରୁ ୩ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର…