Latest Odisha News

BREAKING NEWS

Browsing Category

ପାଣିପାଗ

କରୋନାରେ ଓଡ଼ିଶାକୁ ବାତ୍ୟା ଭୟ; ମେ’ ୪-୫ରେ ଲ୍ୟାଣ୍ଡ୍‌ଫଲ୍ ସମ୍ଭାବନା !

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବେ ମରଣାନ୍ତକ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ରହିଥିବା ବେଳେ ଆଗକୁ ଆସୁଛି ବାତ୍ୟା ଆଶଙ୍କା । ଏବେ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବୃଷ୍ଟିପାତ ଅନୁଭୂତ ହେଉଥିବା ବେଳେ ଆସନ୍ତା ମେ ୧ ତାରିଖରେ ଲଘୁଚାପର ସମ୍ଭାବନା ରହିଛି । ପୁଣେସ୍ଥିତ…

ଏପ୍ରିଲ୍ ୨୯ରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହୋଇଥିବା ବେଳେ ଏବେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଥିବାର ପୂର୍ବାନୁମାନ କରାଯାଇଛି । ଏହି…

ଆଜି ରାତି ୯ଟା ୩୦ରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୯ଟା ୩୦ ସମୟରେ ରାଜ୍ୟର କେତେକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି…

ଓଡ଼ିଶାର ଏହିସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ଦିନ ଓଡ଼ିଶାର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କନ୍ଧମାଳ, ମୟୂରଭଞ୍ଜ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…

ଓଡ଼ିଶାରେ ଏଥର ଏକ ସପ୍ତାହ ବିଳମ୍ବରେ ପହଞ୍ଚିବ ମୌସୁମୀ ଜଳବାୟୁ

ଭୁବନେଶ୍ୱର: ଭାରତରେ ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ ଯଥା ସମୟରେ ଆସିବା ବେଳେ ପ୍ରାୟ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ପ୍ରଦାନକ ରି ଭାରତୀୟ ପାଣିପାଗ…

ଓଡ଼ିଶାର କେଉଁ ୭ଟି ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ମଙ୍ଗଳବାର ଦିନ ଓଡ଼ିଶାର ୭ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ…

ଆଜି ରାତିରେ କେଉଁ ୧୪ଟି ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ କିଛି ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା । ବଜ୍ରପାତ ସହିତ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ରାତି ୮ଟା ସୁଦ୍ଧା ଯେଉଁ ୧୪ଟି ଜିଲ୍ଲାରେ…

ଓଡ଼ିଶାର କେଉଁ ୪ଟି ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସୋମବାର ଦିନ ଓଡ଼ିଶାର ୪ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ…

ଟାଣ ହେବ ଖରା;ଜାରି ରହିବ ଗ୍ରୀଷ୍ମପ୍ରବାହ…

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ମାତ୍ର ରବିବାର ଦିନ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ସ୍ଥାନରେ ପାଗ କୋହଲା ଥିଲା। ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଝାଡ଼ଖଣ୍ଡରୁ ତେଲଙ୍ଗାନା ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରଫଲାଇପ ଦକ୍ଷିଣ ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଦେଇ…

ଏପ୍ରିଲ୍ ୮ ଯାଏଁ ଏହିସବୁ ଜିଲ୍ଲାରେ ଝଡବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢୁଥିବା ବେଳେ ହଠାତ୍ ଜଳବାୟୁରେ ପରିବର୍ତ୍ତନ ଦେଖାଦେଇଛି । ଯାହାଫଳରେ ଓଡିଶାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହବର୍ଷା ହେବାନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । ଏଥିସହିତ ପାଣିପାଗ ବିଭାଗ ପକ୍ଷରୁ ଓଡିଶାର ଏହିସବୁ…