Latest Odisha News

BREAKING NEWS

Browsing Category

ପାଣିପାଗ

ବଜ୍ରପାତ ସହ ବର୍ଷା ସମ୍ଭାବନା; ଏହିସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା

ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବା ନେଇ ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ସନ୍ଧ୍ୟା ୭ଟା ସୁଦ୍ଧା ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ରାୟଗଡା, କଳାହାଣ୍ଡି, ପୁରୀ, ଜଗତସିଂହପୁର,…

ଆଜି ରାତିରେ ଏସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡିଶାର ପ୍ରାୟ ୨୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଯାଜପୁର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ନବରଙ୍ଗପୁର,…

ରାଜ୍ୟର ୧୫ ଜିଲ୍ଲାରେ ଝଡବର୍ଷା ଆଶଙ୍କା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି,…

ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ: ଜୁନ ମାସ ଶେଷ ୩ ଦିନ ଅଳ୍ପ ‌କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଦୁର୍ବଳ ଥିବାରୁ କିଛି କିଛି ସ୍ଥାନରେ ବର୍ଷା ହେଉଛି । ଫଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ମଧ୍ୟ ଜାରି ରହିଛି।ଚଳିତ ବର୍ଷ ଠିକ୍ ସମୟରେ ମୌସୁମୀ ଓଡ଼ିଶା ସ୍ପର୍ଶ କରିଥିଲେ ମଧ୍ୟ ଜୁନ୍‌ ମାସରେ ମାତ୍ର ୭/୮ ଦିନ ମୌସୁମୀ ବର୍ଷା ହୋଇଛି। ଉପକୂଳ…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୫ ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ,…

ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି। ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବରଗଡ, ବୌଦ୍ଧ,…

ଶନିବାର ପ୍ରବଳ ବର୍ଷା ସମ୍ଭାବନା; ଏହି ୫ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟର ୫ଟି ଜିଲ୍ଲା ଲାଗି ଜାରି କରିଛନ୍ତି ୟେଲ୍ଲୋ ୱାର୍ଣ୍ଣିଂ । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସନ୍ଧ୍ୟା ଜାରି ହୋଇଥିବା ବୁଲେଟିନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

ଆଜି ରାତିରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସଦ୍ୟତମ ସୂଚନାନୁଯାୟୀ ଆଜି ରାତିରେ ଓଡ଼ିଶାର କିଛି ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଯେଉଁସବୁ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା…

ବର୍ଷା ସହ ବଜ୍ରପାତ ଆଶଙ୍କା: ଏହି ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା…