Latest Odisha News
Browsing Category

ପାଣିପାଗ

ରବିବାର ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ୯ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଓ ଝଡ଼ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏପରିକି ଏହି ସବୁ ଜିଲ୍ଲା ଗୁଡ଼ିକରେ ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଥିବାର ସତର୍କ ସୂଚନା ଦେଇଛି…

୫ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଯାଜପୁର, ପୁରୀ ଓ…

ଆସନ୍ତା ସୋମବାର ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ଚାରି ଦିନ ତଥା ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ…

ରାଜ୍ୟର କେଉଁ ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଗୁରୁବାର ଦିନ ଓଡ଼ିଶାର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା…

ଘୁର୍ଣ୍ଣିବଳୟ ଯୋଗୁଁ ଆଜିଠୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉପକୂଳ ତଥା ଆଭ୍ୟନ୍ତରୀଣ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବୁଧବାର ଠାରୁ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ ପାଞ୍ଚ ଦିନିଆ ୟେଲୋ ୱାର୍ନିଙ୍ଗ ଜାରି କରିଛି। ଜାତୀୟ ପାଣିପାଗ ଏଜେନ୍ସି ବୁଲେଟିନ୍…

ଓଡିଶାର ୭ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ଆଶଙ୍କା ରହିଥିବା ବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ୭ଟି ଜିଲ୍ଲାକୁ ହଳଦିଆ ୱାର୍ଣ୍ଣିଂ ଜାରି କରାଯାଇଛି । ସାଇକ୍ଲୋନିକ ସର୍କୁଲେସନ ପ୍ରଭାବରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି,…

ରାଜ୍ୟରେ ବଢୁଛି ତାପମାତ୍ରା

ଭୁବନେଶ୍ୱର: ଓଡିଶାର କେତେକ ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଆଉ କେତେକ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ତୀବ୍ର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶନିବାର ଦିନ କୁହାଯାଇଛି ଯେ ସମୁଦ୍ରରୁ ଭୂପୃଷ୍ଠ ଆଡକୁ ପ୍ରବାହିତ ପବନ ଧିର ହେଉଛି…

ଓଡ଼ିଶାର କେଉଁ ଜିଲ୍ଲାକୁ ଝଡ ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଅନୁଗୁଳ, ବୌଦ୍ଧ, ଢେଙ୍କାନାଳ, କେନ୍ଦୁଝର,…

ଓଡିଶାରେ ମାର୍ଚ୍ଚ ୧୫ ଯାଏଁ ଝଡବର୍ଷା

ଭୁବନେଶ୍ୱର: ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ ଓଡିଶାର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା କରି ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ରାଜ୍ୟରେ ମାର୍ଚ୍ଚ ୧୫ ଯାଏଁ ୪ ଦିନ ଧରି ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି । ମାର୍ଚ୍ଚ…

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଟ୍ରପ୍ ଲାଇପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ସୃଷ୍ଟ ହୋଇଥିବା ଟ୍ରପ୍ ଲାଇନ ଯୋଗୁଁ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।…