Latest Odisha News

BREAKING NEWS

Browsing Category

ପାଣିପାଗ

୧୫ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ,…

ଆଜି ରାତିରେ ଏହି ୬ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗୁରୁବାର ରାତି ୧୨ଟା ୩୦ ମଧ୍ୟରେ ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁକ୍ରବାର ଠାରୁ ହ୍ରାସ ପାଇବ ରୌଦ୍ରତାପ

ଭୁବନେଶ୍ୱର: ଆସନ୍ତା ଶୁକ୍ରବାର ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ଧିରେ ଧିରେ ହ୍ରାସ ପାଇବ ବୋଲି ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ…

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଓ…

ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ସାବ୍ୟସ୍ତ; ଜାଣନ୍ତୁ ଏହି ୬ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଆଜି ମଧ୍ୟ ଅସହ୍ୟ ଗୁଳଗୁଳିରେ ରାଜ୍ୟବାସୀ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି । ଆଜି ରାଜ୍ୟର ୧୪ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବୁଧବାର ଦିନ ଅନୁଗୁଳ ସହର ରାଜ୍ୟର ଉତ୍ତପ୍ତ ସହର ଭାବେ ସାବ୍ୟସ୍ତ ହୋଇଛି ।…

୪୧ ଡିଗ୍ରୀ ଉପରେ ୧୪ଟି ସହର; ଜାଣନ୍ତୁ ୩ ଦିନ କେଉଁ ଜିଲ୍ଲାକୁ ରହିଛି ଅରେଞ୍ଜ୍ ୱାଣ୍ଣିଂ !

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗୁଳଗୁଳିରେ ରାଜ୍ୟବାସୀ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି ମଙ୍ଗଳବାର ଦିନ । ଆଜି ରାଜ୍ୟର ୧୪ଟି ସ୍ଥାନରେ ପାରଦ ୪୧ ଡିଗ୍ରୀ ଉପରେ ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୩ ଦିନ ଧରି…

ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବ ମୌସୁମୀ: ଆଇଏମଡ଼ି

ଭୁବନେଶ୍ୱର: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ଜଳବାୟୁ ଏକ ସପ୍ତାହ ବିଳମ୍ବରେ ଓଡ଼ିଶା ଛୁଇଁବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୋମବାର ଦିନ ସୂଚନା ପ୍ରଦାନ କରିଛି । “ସାଧାରଣତଃ ଜୁନ ୧ ତାରିଖରେ ମୌସୁମୀ ଜଳବାୟୁ କେରଳ ଛୁଇଁଥାଏ । ତେବେ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ଯୋଗୁଁ…

ଓଡ଼ିଶାରେ ରୌଦ୍ରତାପ ଜାରି; ୪୦ ଡିଗ୍ରୀ ସେଲସିୟସ୍ ଛୁଇଁଲା ୧୩ଟି ସହର

ଭୁବନେଶ୍ୱର: ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗରମ । ରୌଦ୍ରତାପ ବୃଦ୍ଧି ଯୋଗୁଁ ସୋମବାର ଦିନ ସାରା ରାଜ୍ୟର ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି । ଆଜି ଟିଟିଲାଗଡ଼ର ସ୍ଥାନ ନେଇଛି ଶିଳ୍ପନଗରୀ ତାଳଚେର । ତାଳଚେରରେ ଆଜି ତାପମାତ୍ରା ବୃଦ୍ଧି ପାଇ ପାରଦ ଛୁଇଁଥିଲା ୪୪.୯ ଡିଗ୍ରୀ ସେଲସିୟସରେ ।…

ସର୍ବାଧିକ ୪୫.୫ ଡିଗ୍ରୀରେ ତାତିଲା ଟିଟିଲାଗଡ଼; ୫ଟି ଜିଲ୍ଲା ଲାଗି ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର ତତଲା ସହର ଭାବେ ପରିଚିତ ଥିବା ଟିଟିଲାଗଡ଼ ଆଜି ମଧ୍ୟ ଲଗାତର ଦ୍ୱିତୀୟ ଦିନ ଲାଗି ରାଜ୍ୟର ଉତ୍ତପ୍ତ ସହର ଭାବେ ସାବ୍ୟସ୍ତ ହୋଇଛି । ଟିଟିଲାଗଡ଼ରେ ଶନିବାର ଦିନ ସର୍ବାଧିକ ତାପମାତ୍ରା ରହିଥିଲା ୪୫.୫ ଡିଗ୍ରୀ ସେଲସିୟସ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)…

‘ଉମଙ୍ଗ ଆପ’ରୁ ଜାଣିପାରିବେ ପାଣିପାଗ ସମ୍ବନ୍ଧୀୟ ଏହି ୭ଟି ସୂଚନା

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ 'ଉମଙ୍ଗ ଆପ' ଆରମ୍ଭ କରାଯାଇଛି। ଯାହାକୁ ବ୍ୟବହାର କରି ଲୋକମାନେ ପାଣିପାଗ ସମ୍ବନ୍ଧୀୟ ୭ ପ୍ରକାରର ସୂଚନା ପାଇପାରିବେ। ଆଇଏମଡିର ୱେବସାଇଟ୍ www.mausam.imd.gov.inରେ ପ୍ରକାଶିତ ହେଉଥିବା ସୂଚନା ମଧ୍ୟରୁ ନିମ୍ନଲିଖିତ ସାତଟି…