Latest Odisha News

BREAKING NEWS

Browsing Category

ପାଣିପାଗ

ବର୍ଷା ସହ ବଜ୍ରପାତ ଆଶଙ୍କା: ୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଓଡ଼ିଶାର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା, ଢେଙ୍କାନାଳ ଓ କଟକର କିଛି ସ୍ଥାନରେ…

ଆଜି ସନ୍ଧ୍ୟା ସୁଦ୍ଧା ଏହିସବୁ ଜିଲ୍ଲାକୁ ରହିଛି ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର…

ଓଡିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ,…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ, ନବରଙ୍ଗପୁର,…

ରଜରେ ଭିଜିବ ସାରା ରାଜ୍ୟ: ୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଓଡ଼ିଶା ଛଇଁବ ମୌସୁମୀ । ଯାହାର ପ୍ରଭାବରେ ଚଳିତବର୍ଷ ବର୍ଷାରେ ଭିଜିବ ରଜ । ମାତ୍ର ମୌସୁମୀ ପୂର୍ବରୁ ଲଘୁଚାପ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଲଘୁଚାପରେ ପରିଣତ ହୋଇଛି…

ମୌସୁମୀ ଆଗରୁ ଲଘୁଚାପରେ ଭିଜିବ ସାରା ଓଡିଶା: ୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାର କେ‌ତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟ ବର୍ଷା ହୋଇପାରେ। ଏହି ଲଘୁଚାପ ଦ୍ବାରା ଓଡ଼ିଶାକୁ ଜୁନ୍‌ ୧୧ରୁ ୧୨ତାରିଖ ଭିତରେ…

ଗୁରୁବାର ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ମଙ୍ଗଳବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିର…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୩ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ଆକଳନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, ଗଜପତି, କୋରାପୁଟ, ନୂଆପଡା, ରାୟଗଡା, କନ୍ଧମାଳ,…

୧୩ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲା ଗୁଡିକ ମଧ୍ୟରେ ରହିଛି- ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ, କେନ୍ଦ୍ରାପଡା,…

ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୭୨ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରବିବାର ଦିନ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ପାଣିପାଗ ବିଭାଗର ଜାରି ବୁଲେଟିନ ଅନୁସାରେ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ଉପକୂଳରେ ସୃଷ୍ଟ ଲଘୁଚାପ…