Latest Odisha News

BREAKING NEWS

Browsing Category

ପାଣିପାଗ

ଓଡ଼ିଶାରେ ଆଉ ଗୋଟିଏ ଡୋପଲର ରାଡାର ସ୍ଥାପନ କରାଯିବ: ଆଇଏମଡି ଡିଜି

ଭୁବନେଶ୍ୱର: ବାତ୍ୟା ସମ୍ପର୍କିତ ସଠିକ୍ ତଥା କ୍ଷୟକ୍ଷତିର ଆକଳନ କରି ଗତ କିଛି ବର୍ଷ ମଧ୍ୟରେ ଓଡିଶାକୁ ସାହାଯ୍ୟ କରିଆସୁଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଫାଇଲିନ୍, ଫନି ଏବଂ ଅମ୍ଫାନ୍ ଭଳି ବାତ୍ୟାକୁ ନେଇ ପାଣିପାଗ ବିଭାଗର ଆକଳନ ସଠିକ୍ ରହିଛି। “ବାତ୍ୟା ଅମ୍ଫାନ୍ ଜେନେସିସ୍,…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ‘ଅମ୍ଫାନ୍‌’ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦୀପ ଦେଇ ଦିନ ୩ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ସୁନ୍ଦରବନ ଅଞ୍ଚଳ ଅତିକ୍ରମ କରିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିଲୋମିଟର ରହିଥିବା ସହିତ ୧୮୫ ର ଝଟକା ଥିଲା । ଏହାର ପ୍ରଭାବରେ ଆଗାମୀ…

ଓଡ଼ିଶାର ୮ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ୮ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା,…

ଆଜି ରାତିରେ ଏହି ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଏବଂ ଦେଓଗଡ଼…

ସମ୍ଭାବ୍ୟ ବାତ୍ୟା ସ୍ଥିତି ସମୀକ୍ଷା ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ସାମୁଦ୍ରିକ ବାତ୍ୟା ‘ଅମ୍ଫାନ୍’ର ସ୍ଥିତି ସମୀକ୍ଷା ନେଇ ସୋମବାର ଅପରାହ୍ନ ୪ଟା ବେଳେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଯେଉଁଥିରେ ଗୃହ ବ୍ୟାପାର ମନ୍ତ୍ରଣାଳୟ ଏବଂ ଜାତୀୟ ବିପର୍ପ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଯୋଗ ଦେବେ।…

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ତୀବ୍ର ସାମୁଦ୍ରିକ ଝଡର ରୂପ ନେବ ‘ଅମ୍ଫାନ’

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ତୀବ୍ର ସାମୁଦ୍ରିକ ଝଡର ରୂପ ନେବ ବାତ୍ୟା ଅମ୍ଫାନ। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୧୭ ତାରିଖ ଦିନ ବାତ୍ୟା ପାରାଦୀପ ଠାରୁ ପ୍ରାୟ ୧ ହଜାର କିଲୋମିଟର ଦୂରରେ ଅଛି । ସେହିପରି ପଶ୍ଚିମବଙ୍ଗର ଦୀଘାଠାରୁ ଏହା ୧୧୬୦ କିଲୋମିଟର ଦୂରରେ ଅଛି ।…

ବାତ୍ୟା ଅମ୍ଫାନ: ଗଭୀର ଅବପାତରେ ପରିଣତ ହେଲା, ସାମୁଦ୍ରିକ ଝଡ଼ର ରୂପ ନେବ

ଭୁବନେଶ୍ୱର: ବାତ୍ୟା ଅମ୍ଫାନକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ  ଅଂଚଳ ରେ ଥିବା ଅବପାତ ଗଭୀର-ଅବପାତ ର ରୂପ ନେଇସାରିଛି | ଅଧିକ ପଢନ୍ତୁ - ଅମ୍ଫାନ ମୁକାବିଲା: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲା ଯାଜପୁର ଜିଲ୍ଲା…

ଓଡ଼ିଶାର ୮ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଅପରାହ୍ନ ୫ଟା ୩୦ମି  ଯାଏଁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି– କେନ୍ଦୁଝର, ମୟୂରଭଞ୍ଜ,…

ଓଡ଼ିଶା ଉପକୂଳରୁ ୧୧୦୦ କିମି. ଦୂରରେ ରହିଛି ସାମୁଦ୍ରିକ ଝଡ: ପାଣିପାଗ ବିଭାଗ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏକ ଅବପାତରେ ପରିଣତ ହୋଇଛି ଏବଂ ଶନିବାର ଅପରାହ୍ନ ୫ଟା ୩୦ମି. ସୁଦ୍ଧା ଏକ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଭୟଙ୍କର ରୂପ ନେବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ…

ରାଜ୍ୟର ୧୦ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲା; ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ସାରା ରାଜ୍ୟରେ ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗରମରେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି । ଓଡ଼ିଶାର ୧୦ଟି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ପାରଦ ରହିଥିବାର ରେକର୍ଡ଼…