Latest Odisha News

BREAKING NEWS

Browsing Category

ପାଣିପାଗ

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ହେବ ବଜ୍ରପାତ ସହ ଝଡ଼ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର ସଦ୍ୟତମ ସତର୍କ ସୂଚନାନୁଯାୟୀ ରାଜ୍ୟର ୭ଟି ଜିଲ୍ଲାରେ ହେବ ଝଡ଼ବର୍ଷା । ମଙ୍ଗଳବାର ରାତି ୧୨ଟା ସୁଦ୍ଧା ଯେଉଁ ୭ଟି ଜିଲ୍ଲାରେ ବଜ୍ରପାତ ସହିତ ସାମାନ୍ୟରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବ ସେହି ଜିଲ୍ଲା ଗୁଡ଼ିକ ହେଲା…

ଓଡ଼ିଶାରେ ଜୁନ୍ ୧୧ ସୁଦ୍ଧା ପ୍ରବେଶ କରିପାରେ ମୌସୁମୀ

ଭୁବନେଶ୍ୱର: ଉତରପଶ୍ଚିମ ଏବଂ ଏହାର ସଂଲଗ୍ନ ବଙ୍ଗୋପ ସାଗରରେ ଜୁନ୍ ୮ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେଉଥିବା କାରଣରୁ ଓଡ଼ିଶାରେ ଜୁନ୍ ୯ ରୁ ୧୧ ତାରିଖ ମଧ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ଥିବା ମଙ୍ଗଳବାର ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି…

ଆଜି ସନ୍ଧ୍ୟାରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନାନୁଯାୟୀ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଯେଉଁସବୁ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ସେହିି ଜିଲ୍ଲାଗୁଡ଼ିକ ହେଲା –…

୮ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଗଞ୍ଜାମ, କନ୍ଧମାଳ, ନୂଆପଡା, ବରଗଡ, ସୋନପୁର,…

ଆଜି ସନ୍ଧ୍ୟା ସୁଦ୍ଧା ଏହି ଜିଲ୍ଲାଗୁଡ଼ିକରେ ହେବ ପ୍ରବଳ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସମ୍ବଲପୁର ଓ ଦେଓଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସୋମବାର ଦିନ ବଜ୍ରପାତ ସହିତ ମଧ୍ୟମ ଧରଣର ବୃଷ୍ଟିପାତ ହେବ । ତେବେ ପାଣିପାଗ ସୂଚନା କେନ୍ଦ୍ର ରାଜ୍ୟ ଅନ୍ୟ କେତୋଟି ଜିଲ୍ଲା ଲାଗି ମଧ୍ୟ ସତର୍କ ସୂଚନା ପ୍ରଦାନ…

କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୋୖସୁମୀ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୋୖସୁମୀ ବାୟୁ କେରଳରେ ପହଞ୍ଚିଛି ଏବଂ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆରବ ସାଗର, ମାଲଦ୍ୱୀପ-କୋମରିନ୍ ଅଞ୍ଚଳ, ଦକ୍ଷିଣ-ପଶ୍ଚିମ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଆଦି ଅଞ୍ଚଳରେ ପାଗରେ ପରିବର୍ତ୍ତନ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପ୍ରକାଶ…

ଓଡ଼ିଶାର ଏହି ଚାରି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ଆଶଙ୍କା

ଭୁବନେଶ୍ୱର: ସୋମବାର ଦିନ ଓଡିଶାର ଗଜପତି, ରାୟଗଡା, ମୟୂରଭଞ୍ଜ ଏବଂ କେନ୍ଦୁଝର ଆଦି ଚାରି ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ କନ୍ଧମାଳ, ନୁଆପଡା,ବାଲେଶ୍ଵର, ସୋନପୁର, ବୌଦ୍ଧ ଏବଂ…

୧୫ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ନୂଆପଡା, ନବରଙ୍ଗପୁର, ମାଲକାନଗିରି, କୋରାପୁଟ,…

ଆଜି ରାତିରେ ଏହି ୬ଟି ଜିଲ୍ଲାକୁ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ସଦ୍ୟତମ ସୂଚନା ଅନୁଯାୟୀ ଆଜି ରାତିରେ ଓଡ଼ିଶାର ୬ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗୁରୁବାର ରାତି ୧୨ଟା ୩୦ ମଧ୍ୟରେ ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ…

ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁକ୍ରବାର ଠାରୁ ହ୍ରାସ ପାଇବ ରୌଦ୍ରତାପ

ଭୁବନେଶ୍ୱର: ଆସନ୍ତା ଶୁକ୍ରବାର ଠାରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରା ଧିରେ ଧିରେ ହ୍ରାସ ପାଇବ ବୋଲି ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ…