Latest Odisha News

BREAKING NEWS

Browsing Category

ପାଣିପାଗ

ଓଡିଶାକୁ ନାହିଁ ବାତ୍ୟା ଭୟ: ପାଣିପାଗ ବିଭାଗ

ଭୁବନେଶ୍ୱର: କରୋନା ସାଙ୍ଗକୁ ବାତ୍ୟାର ଭୟରେ ଥିବା ଓଡିଶାବାସୀଙ୍କ ପାଇଁ ଏକ ଆସ୍ୱସ୍ତିର ଖବର । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପୂର୍ବଉପକୂଳ ରାଜ୍ୟ ଗୁଡିକ ଉପରେ କୌଣସି ପ୍ରଭାବ ପକାଇବ ନାହିଁ ବୋଲି ସୋମବାର ବିଳମ୍ବିତ ରାତିରେ ପାଣିପାଗ ବିଭାଗ ସୂଚନା ଦେଉଛି। ଭାରତୀୟ…

କେଉଁସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷାର ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲା ଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାର କିଛି ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହେବ । ଏହିସବୁ…

ଓଡ଼ିଶାର ୧୫ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଅପରାହ୍ନ ୫ଟା ୩୦ ସମୟରେ ରାଜ୍ୟର ପ୍ରାୟ ୧୫ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି…

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଶନିବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଶନିବାର ରାତି ୧୧ଟା ୩୦ରେ ଏହି ସବୁ…

ଆଗାମୀ ୩ ଦିନ ଯାଏଁ ଜାରି ରହିବ ପ୍ରବଳ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପରିକି ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ଗତକାଲି ବର୍ଷା ହୋଇଥିଲା। ଆଇଏମଡିର ସକାଳ ବୁଲେଟିନ୍ ଅନୁଯାୟୀ,…

ରାଜ୍ୟର ଏସବୁ ଜିଲ୍ଲାରେ ରହିଛି ଝଡବର୍ଷା ଆଶଙ୍କା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ଦିନ ଓଡ଼ିଶାର ୫ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ, କୋରାପୁଟ, ଗଜପତି, କଟକ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ…

କରୋନାରେ ଓଡ଼ିଶାକୁ ବାତ୍ୟା ଭୟ; ମେ’ ୪-୫ରେ ଲ୍ୟାଣ୍ଡ୍‌ଫଲ୍ ସମ୍ଭାବନା !

ଭୁବନେଶ୍ୱର: ଉପକୂଳ ଓଡ଼ିଶା ଏବେ ମରଣାନ୍ତକ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ରହିଥିବା ବେଳେ ଆଗକୁ ଆସୁଛି ବାତ୍ୟା ଆଶଙ୍କା । ଏବେ ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବୃଷ୍ଟିପାତ ଅନୁଭୂତ ହେଉଥିବା ବେଳେ ଆସନ୍ତା ମେ ୧ ତାରିଖରେ ଲଘୁଚାପର ସମ୍ଭାବନା ରହିଛି । ପୁଣେସ୍ଥିତ…

ଏପ୍ରିଲ୍ ୨୯ରେ ଲଘୁଚାପ ସମ୍ଭାବନା…

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ମଧ୍ୟମ ଧରଣର ବୃଷ୍ଟିପାତ ହୋଇଥିବା ବେଳେ ଏବେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ସ୍ଥାନୀୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପର ସମ୍ଭାବନା ରହିଥିବାର ପୂର୍ବାନୁମାନ କରାଯାଇଛି । ଏହି…

ଆଜି ରାତି ୯ଟା ୩୦ରେ ଏହିସବୁ ଜିଲ୍ଲାରେ ବଜ୍ରପାତ ସହ ହେବ ଝଡ଼ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୯ଟା ୩୦ ସମୟରେ ରାଜ୍ୟର କେତେକ ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରାଯାଇଛି । ଯେଉଁ ସବୁ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ସେହି…

ଓଡ଼ିଶାର ଏହିସବୁ ଜିଲ୍ଲାରେ ରହିଛି ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ଦିନ ଓଡ଼ିଶାର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ କନ୍ଧମାଳ, ମୟୂରଭଞ୍ଜ, କୋରାପୁଟ, କଳାହାଣ୍ଡି, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…