Latest Odisha News

BREAKING NEWS

Browsing Category

ପାଣିପାଗ

କରୋନା ଲକଡାଉନ: ଦେଶର ୯୦ରୁ ଅଧିକ ସହରରେ ବାୟୁ ପ୍ରଦୂଷଣର ସର୍ବନିମ୍ନ ସ୍ତର ରେକର୍ଡ

ନୂଆଦିଲ୍ଲୀ: କରୋନାଭାଇରସ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ୨୧ ଦିନିଆ ଲକଡାଉନ ଲାଗୁ କରାଯାଇଛି । ଏହା ମଧ୍ୟରେ ଦେଶ ପାଇଁ ଏକ ଖୁସି ଖବର ଆସିଛି । ଦେଶରେ ବାୟୁ ପ୍ରଦୂଷଣର ମାତ୍ରା କମିଛି । ତେବେ ଦିଲ୍ଲୀ ସମେତ ଦେଶର ୯୦ରୁ ଅଧିକ ସହରରେ ଗତ କିଛି ଦିନ ମଧ୍ୟରେ ସର୍ବନିମ୍ନ ବାୟୁ…

ରାଜ୍ୟର କେଉଁସବୁ ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରବିବାର ଦିନ ଓଡ଼ିଶାର ୧୧ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କୋରାପୁଟ, ଗଜପତି,…

ଆଗାମୀ ୨୪ ଘଣ୍ଟାରେ ବଢିବ ତାପମାତ୍ରା: ପାଣିପାଗ ବିଭାଗ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର ତାପମାତ୍ରା ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । ଆଇଏମଡିର ବୁଲେଟିନ୍ ଅନୁଯାୟୀ, ଆସନ୍ତା ସୋମବାର ଠାରୁ ଦିନର ତାପମାତ୍ରା ୧-୨ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ…

ବଢିଲା ରାଜ୍ୟର ତାପମାତ୍ରା; ୪୦ ଡିଗ୍ରୀ ଛୁଇଁଲା ମାଲକାନଗିରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ସୂଚନାନୁଯାୟୀ ରାଜ୍ୟର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ଅଧିକ ମାତ୍ରାରେ ବୃଦ୍ଧି ଘଟିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ମାଲକାନଗିରି ଶୁକ୍ରବାର ଦିନ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ…

ଆଜିଠାରୁ ବଢିବ ଖରା…

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜିଠାରୁ ତାପମାତ୍ରା ବୃଦ୍ଧି ପାଇବ । ତାପମାତ୍ରା ବଢ଼ିବା ସହ ପାଗ ମଧ୍ୟ ଶୁଖିଲା ରହିବ। ମୁଣ୍ଡ ଫଟା ଖରା ହେବ। ବାୟୁର ଆର୍ଦ୍ରତା…

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ,…

ରବିବାର ବର୍ଷା ସମ୍ଭାବନା: ଜାଣନ୍ତୁ, କେଉଁ ୯ଟି ଜିଲ୍ଲାକୁ ରହିଛି ୟେଲୋ ୱାର୍ଣ୍ଣିଂ !

ଭୁବନେଶ୍ୱର: ଓଡ଼ିଶାର ୯ଟି ଜିଲ୍ଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଓ ଝଡ଼ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏପରିକି ଏହି ସବୁ ଜିଲ୍ଲା ଗୁଡ଼ିକରେ ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିବାର ଆଶଙ୍କା ରହିଥିବାର ସତର୍କ ସୂଚନା ଦେଇଛି…

୫ଟି ଜିଲ୍ଲାରେ ବର୍ଷା ସହ ହେବ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ଯାଜପୁର, ପୁରୀ ଓ…

ଆସନ୍ତା ସୋମବାର ଯାଏଁ ଲାଗି ରହିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆସନ୍ତା ଚାରି ଦିନ ତଥା ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ…

ରାଜ୍ୟର କେଉଁ ୬ଟି ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା, ଜାଣନ୍ତୁ…

ଭୁବନେଶ୍ୱର: ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଗୁରୁବାର ଦିନ ଓଡ଼ିଶାର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା…