ଭାରତୀୟ ଉପକୂଳରେ ପୁଣି ମାଡ଼ି ଆସୁଛି ବାତ୍ୟା…

ମୁମ୍ବାଇ: କିଛିଦିନ ପୂର୍ବରୁ ଭାରତୀୟ ଉପକୂଳରେ ଫନୀ ବାତ୍ୟା ରଚିଥିବା ତାଣ୍ଡବ ଲୀଳାର ବିପର୍ଯ୍ୟସ୍ତ ଚିତ୍ର ନ’ଲିଭୁଣୁ ପୁଣି ଏକ ବାତ୍ୟା ଭାରତୀୟ ପଶ୍ଚିମ ଉପକୂଳରେ ଆଶଙ୍କା ସୃଷ୍ଟି କରିଛି । ବାତ୍ୟା ‘ବାୟୁ’ ଆରବସାଗରରେ କ୍ରମଶଃ ଉଗ୍ରରୂପ ଧାରଣ କରୁଥିବା ବେଳେ...

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର...
THUNDERSTORM WITH LIGHTNING IS VERY LIKELY TO OCCUR AT 17 District of Odisha

କାଳବୈଶାଖୀ ଆଶଙ୍କା: ୫ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ରାୟଗଡ, ଗଞ୍ଜାମ, ଗଜପତି, ମାଲକାନଗିରି...

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, ସୁନ୍ଦରଗଡ, ମାଲକାନଗିରି, କେନ୍ଦୁଝର, କୋରାପୁଟ, ଗଜପତି, ରାୟଗଡା, ନୂଆପଡା ଓ...

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର...

ଜୁନ୍ ୧୫ ସୁଦ୍ଧା ଓଡିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର : ଜୁନ୍ ୧୫ ସୁଦ୍ଧା ମୌସୁମୀ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ଦିନ କେରଳ ଉପକୂଳ ଛୁଇଁବା ପରେ ବିଭାଗ...

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ଜଳବାୟୁ, ଭାରତରେ ଆରମ୍ଭ ହେଲା ବର୍ଷାଋତୁ

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷୀତ ଦକ୍ଷିଣ-ପଶ୍ଚିମ ଜଳବାୟୁ ଶନିବାର ଦିନ ସକାଳେ କେରଳ ଉପକୂଳ ଛୁଇଁଛି । ଭାରତୀୟ ଉପମହାଦେଶରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଦେଶରେ ବର୍ଷା ଋତୁର ଆଗମନରେ କୋଟି କୋଟି ଜନସାଧାରଣ ଆସ୍ୱସ୍ତି ଅନୁଭବ କରିଛନ୍ତି । ଭାରତୀୟ ପାଣିପାଗ...
THUNDERSTORM WITH LIGHTNING IS VERY LIKELY TO OCCUR AT 17 District of Odisha

କାଳବୈଶାଖୀ ଆଶଙ୍କା: ଭୁବନେଶ୍ୱର ସମେତ ରାଜ୍ୟର ଏହିସବୁ ସ୍ଥାନରେ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୮ଟି ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ଦ୍ୱିପ୍ରହର ୧୨ଟା...

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ଜିଲ୍ଲାଗୁଡିକ ମଧ୍ୟରେ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଓ କନ୍ଧମାଳ ଆଦି...

କାଳବୈଶାଖୀ ଆଶଙ୍କା: ୯ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ବୁଲେଟିନ୍ ଅନୁଯାୟୀ ନୂଆପଡା, ବଲାଙ୍ଗିର, ବରଗଡ, କଳାହାଣ୍ଡି,...

ସାହିତ୍ୟ