Latest Odisha News

BREAKING NEWS

Browsing Category

ପାଣିପାଗ

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୪ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୪ଟି ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ଦ୍ୱିପ୍ରହର ୨ଟା ୩୦ମି.…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର…

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗଣମାଧ୍ୟମକୁ ସୂୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,…

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗାମୀ ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବ ।…

ଘଡଘଡି ସହ ବର୍ଷା ଆଶଙ୍କା, ୧୦ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ବର), ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଘଡଘଡି ସହ ବର୍ଷା ଆଶଙ୍କା, ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, ନୟାଗଡ, କଟକ ଓ ଖୋର୍ଦ୍ଧା…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର୍ ଅଜୟ କୁମାର ନାୟକ କହିଛନ୍ତି, ପୂର୍ବ…

ଘଡଘଡି ସହ ବର୍ଷା ଆଶଙ୍କା: ୧୧ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସନ୍ଧ୍ୟା ୬ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ…