Latest Odisha News

BREAKING NEWS

Browsing Category

ପାଣିପାଗ

ବଜ୍ରପାତ ସହ ବର୍ଷା ଆଶଙ୍କା: ୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର…

ଓଡିଶାର କେଉଁ ୫ଟି ଜିଲ୍ଲାରେ ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କୋରାପୁଟ, ରାୟଗଡା, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି…

ପୁଣି ଆସୁଛି ବର୍ଷା !

ଭୁବନେଶ୍ୱର: ପୁଣି ରାଜ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ବର୍ଷ ହେବାର ସମ୍ଭାବନା…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଆଇଏମଡିର ସକାଳ ବୁଲେଟିନ୍ ଅନୁଯାୟୀ ଓଡିଶାର କିଛି ସ୍ଥାନରେ ନିକଟରେ ବର୍ଷା ହୋଇଥିବା କାରଣରୁ ଜଳବାୟୁ ଆଦ୍ର ରହିଛି…

ମାର୍ଚ୍ଚ ୨ ଯାଏଁ ଓଡିଶାରେ ଜାରି ରହିବ ଘନ କୁହୁଡି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଦିନ ଘନ କୁହୁଡିର ବଳୟ ଦେଖିବାକୁ ମିଳିଥିଲା । ଏପରିକି ୧୦ମି.ରୁ ଆଗକୁ ରାସ୍ତା ଦୃଶ୍ୟମାନ ନହେବାଫଳରେ ଗମନାଗମନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିଲା । ଏହାବ୍ୟତିତ ଭଦ୍ରକ, କେନ୍ଦ୍ରାଡା, ଅନୁଗୁଳ, ଜଗତସିଂହୁର, କଳାହାଣ୍ଡି, କନ୍ଧମାଳ ଓ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ତାପମାତ୍ରା ୧ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୧୦.୨ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଥିବା ବେଳେ ଝାରସୁଗୁଡା (୧୪.୪),…

୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର: ଓଡିଶାର ଅଧିକାଂଶ ଅଂଚଳରେ ମଙ୍ଗଳବାର ଦିନ ପ୍ରବଳ ବର୍ଷା ହୋଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୂଚନାଯୋଗ୍ୟ, ବୁଧବାର ଦିନ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଭୁବନେଶ୍ୱରରେ ସର୍ବାଧିକ ୭୮.୨ ମିମି ବର୍ଷା…

ଓଡିଶାର ଏହିସବୁ ସ୍ଥାନରେ ବର୍ଷା ସହ ଘନ କୁହୁଡି ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୭ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଉପକୂଳ ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ,…

କେଉଁ ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି, ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାର ୭ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶିତ ସନ୍ଧ୍ୟା ବୁଲେଟିନ ଅନୁଯାୟୀ, ରାୟଗଡ଼ା, ଗଞ୍ଜାମ,…

ଅଦିନିଆ ଝଡ଼ବର୍ଷାରେ ଏହି ୨ଟି ସହର ପ୍ରଭାବିତ; ପବନ ବହିବା ସହ ଉପୁଡ଼ିଲା ଗଛ

ଫୁଲବାଣୀ: ଓଡ଼ିଶାର ଫୁଲବାଣୀ ଓ ବଲାଙ୍ଗୀର ସହରରେ ମଙ୍ଗଳବାର ଦିନ ଅଦିନିଆ ଝଡ଼ବର୍ଷା ଯୋଗୁଁ ଜୀବନଯାତ୍ରା ବ୍ୟାହତ ହୋଇଛି । ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ, ଫୁଲବାଣୀ ଓ ବଲାଙ୍ଗୀର ସହରରେ ଆଜି ପ୍ରାୟ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ଅନେକ ଗଛ ଉପୁଡ଼ି ପଡ଼ିଛି । ଏହି ଦୁଇ…