Latest Odisha News

BREAKING NEWS

Browsing Category

ପାଣିପାଗ

ଓଡିଶାର ୫ ଉପକୂଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଅନେକାଂଶରେ ପ୍ରବଳ ବର୍ଷା ଜାରିଥିବା ବେଳେ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ୫ଟି ଜିଲ୍ଲାକୁ ହଳଦିଆ ୱାର୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ସୂଚନାନୁଯାୟୀ, ଓଡିଶାର ପଡୋଶୀ ଜିଲ୍ଳାରେ…

ଦିନ ୧୧ଟା ସୁଦ୍ଧା ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଓଡ଼ିଶାର ୧୭ଟି ଜିଲ୍ଲାରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ରାଜ୍ୟର…

ଆଜି ରାତି ୭ଟା ସୁଦ୍ଧା କେଉଁ ୮ଟି ଜିଲ୍ଲାରେ ହେବ ଝଡ଼ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ଓଡ଼ିଶାର ୮ଟି ଜିଲ୍ଲାରେ ଆଗାମୀ କିଛି ଘଣ୍ଟା ମଧ୍ୟରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ପ୍ରଦାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ରାଜ୍ୟର…

ଦିନ ୩ଟା ଯାଏଁ ଓଡିଶାର ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ଟା ୩୦ମି.ରୁ ୩ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର…

ଓଡିଶାର ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ଜାଣନ୍ତୁ

ଭୁବନେଶ୍ୱର: ପଶ୍ଚିମ ଓ ଦକ୍ଷିଣ ଓଡିଶାର କିଛି କିଛି ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଳାରେ ବର୍ଷା ହେବାନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଅମିନ ସରଦାରଙ୍କ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

କାଲିଠୁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା; କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁୁବନେଶ୍ୱର: ବାଙ୍ଗୋପସାଗରରେ ଆଣ୍ଟି-ସାଇକ୍ଲୋନିକ ସାର୍କୁଲେସନ କାରଣରୁ ପ୍ରଚଣ୍ଡ ବର୍ଷାକୁ ନଜରରେ ରଖି ଭାରତୀୟ ପାଣିପାଗ ବିଭାଗ ଓଡିଶାର କେତେକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଆଣ୍ଟି-ସାଇକ୍ଲୋନିକ ସାର୍କୁଲେସନ ପୂର୍ବ / ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ଭରା…

ଆଗାମୀ ୭୨ ଘଣ୍ଟା ମଧ୍ୟରେ ଓଡିଶାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ବିଭିନ୍ନ ସ୍ଥାନରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଜଳବାୟୁରେ ପରିବର୍ତ୍ତନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ଆଇଏମଡିର ବୁଲେଟିନ୍ ଅନୁଯାୟୀ, ରାଜ୍ୟରେ ଆସନ୍ତା ଫେବୃଆରୀ ୨୨ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଷ୍କ ରହିବ ।…

ରାଜ୍ୟର ୧୧ ଜିଲ୍ଲାରେ ଜାରି ରହିବ ଘନ କୁହୁଡି, ଜାଣନ୍ତୁ କେଉଁସବୁ ସ୍ଥାନ

ଭୁବନେଶ୍ୱର: ଆଗାମୀ ୨ ଦିନ ଯାଏଁ ଓଡିଶାର ପ୍ରାୟ ୧୧ଟି ଜିଲ୍ଲାରେ ଘନ କୁହୁଡି ଜାରି ରହିବ ବୋଲି ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ଜାତୀୟ ପାଣିପାଗ ଏଜେନ୍ସିର ରିପୋର୍ଟ ଅନୁଯାୟୀ, ଆସନ୍ତା ବୁଧବାର ଦିନ ରାଜ୍ୟର ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ,…

ଆଜିଠୁ ଟାଣ ହେବ ଖରା; ବଢିବ ରାତିର ତାପମାତ୍ରା

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଫେବୃଆରୀ ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରଭାବ କମ୍ ହୋଇ ଖରାର ପ୍ରଭାବ ବଡିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଦିନର ତାପମାତ୍ରା ପାଖାପାଖି ୩୫ଡିଗ୍ରୀ ରହିଥିବା ବେଳେ ରାତିର ସର୍ବନିମ୍ନ ତାପମାତ୍ରା ଧୀରେ ଧୀରେ ବଢ଼ିବାରେ ଲାଗିଛି । ପାରାଦୀପ,…