Latest Odisha News

BREAKING NEWS

Browsing Category

ପାଣିପାଗ

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଟ୍ରପ୍ ଲାଇପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ମରାଠା ଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ସୃଷ୍ଟ ହୋଇଥିବା ଟ୍ରପ୍ ଲାଇନ ଯୋଗୁଁ ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।…

ଆଜି ଏହି ୧୫ଟି ଜିଲ୍ଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ୧୫ଟି ଜିଲ୍ଲାରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଥିବାର ଭାରତୀୟ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରାଜ୍ୟର ଯେଉଁ ୧୫ଟି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ସେହି…

ଆସନ୍ତାକାଲି ୧୪ଟି ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତାକାଲି ତଥା ହୋଲି ଉତ୍ସବରେ ଓଡିଶାର ୧୪ ଟି ଜିଲ୍ଲାରେ ବର୍ଷା ହେବାନେଇ ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରର ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଧିକାରୀ ମଦନ ମୋହନ ଦାସ କହିଛନ୍ତି ଯେ…

୧୦ଟି ଜିଲ୍ଲାରେ ବର୍ଷା ସହ ହୋଇପାରେ ଝଡତୋଫାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର,…

ଆହୁରି ବର୍ଷିବ; ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ରାଜ୍ୟରେ ଆହୁରି ତିନି ଦିନ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଓଡିଶାରେ ଆସନ୍ତା ୧୨ ଘଣ୍ଟାରେ ବର୍ଷା ହେବାର ସମ୍ଭାବନର ରହିଛି । ରାଜ୍ୟରେ ଆସନ୍ତା ୨ ଦିନ ଅର୍ଥାତ୍ ସୋମବାର ଓ ମଙ୍ଗଳବାର ପାଗ ଶୁଷ୍କ ରହିବା ଯୋଗୁଁ ବର୍ଷା…

ବଜ୍ରପାତ ସହ ବର୍ଷା ଆଶଙ୍କା; ୧୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କନ୍ଧମାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ,…

ଆଗାମୀ ୨ ଦିନ ଯାଏଁ ଓଡିଶାରେ ଜାରି ରହିବ ବର୍ଷା: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆହୁରି ଦୁଇ ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଭାରତ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଶନିବାର ଦିନ ସୂଚନା ମିଳିଛି । ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ସ୍ଥାନରେ ଗତ ଶୁକ୍ରବାର ଦିନ ମଧ୍ୟମରୁ…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି ଓ…

ଆହୁରି ୨ଦିନ ବର୍ଷିବ; ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ଦିନ ଯାଏଁ ବର୍ଷା ଲାଗି ରହିବ । ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢ଼େଙ୍କାନାଳ, ନୟାଗଡ, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ…

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ଗୁରୁବାରଠାରୁ ରାଜ୍ୟର ଅନେକ ସ୍ଥାନରେ ୩୦…