Latest Odisha News

BREAKING NEWS

Browsing Category

ପାଣିପାଗ

ବଢ଼ିଲା ପାରଦ: କେଉଁ ସହରରେ କେତେ ରହିଛି ତାପମାତ୍ରା,ଜାଣନ୍ତୁ

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଫେବୃଆରୀ ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରଭାବ କମ୍ ହୋଇ ଖରାର ପ୍ରଭାବ ବଡିଛି। ରାଜ୍ୟରେ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ଅଧିକାଂଶ ସହରରେ ଦିନର ତାପମାତ୍ରା ପାଖାପାଖି ୩୫ଡିଗ୍ରୀ ରାହୁଛି । ପାଣିପାଗ ବିଭାଗ ପକ୍ଷରୁ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବୃଦ୍ଧି ପାଇବ ରାଜ୍ୟର ତାପମାତ୍ରା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଉମା ଶଙ୍କର ଦାସ ଗଣମାଧ୍ୟମକୁ ସୂଚନା ଦେଇ…

ଅସହ୍ୟ ଜାଡ଼ରେ ଥରୁଛି ଓଡିଶା: ସୋନପୁରରେ ସର୍ବନିମ୍ନ ତାପମାତ୍ରା ୭.୪ ଡିଗ୍ରୀ

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଶୀତର ପ୍ରକୋପ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି । ବୁଧବାର ଆଇଏମଡି ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ, ଅନୁଗୁଳ, ବାଲେଶ୍ଵର, ସୋନପୁର, ବୌଦ୍ଧ, ଝାରସୁଗୁଡା, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲା ଗୁଡିକର…

ଫେବୃଆରୀ ୧୪ ଯାଏଁ ଓଡିଶାରେ ଶୀତ ଲହରୀ ଜାରି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଆସନ୍ତା ଫେବୃଆରୀ ୧୪ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ସକାଳ ବୁଲେଟିନ୍ ଅନୁଯାୟୀ, ରାଜ୍ୟର କିଛି ସ୍ଥାନରେ ପାରଦ ୧୦ ଡିଗ୍ରି…

ଓଡିଶା ଫେରିଲା ଶୀତ ଲହରୀ

ଭୁବନେଶ୍ୱର: ତିନି ଦିନ ଲଗାଦାର ବର୍ଷା ସାଙ୍ଗକୁ କୋହଲା ପାଗ ପରେ ଓଡିଶାର ଅଧିକାଂଶ ଅଞ୍ଚଳରେ ଥଣ୍ଡା ବଢିଯାଇଛି । ସୋମବାର ସକାଳ ପାଣିପାଗ ବୁଲେଟିନ ଅନୁସାରେ, ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଛି। ଅନୁଗୁଳ ଓ ଦାରିଙ୍ଗବାଡି ରେ ରାତିର ତାପମାତ୍ରା ୯…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା,…

ଓଡିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା; ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦-୪୦ କିମି. ବେଗରେ ପବନ ବହିବା ସହ ବର୍ଷା ହୋଇଥିବା ନେଇ ଶୁକ୍ରବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଜୟପୁର, ଭଦ୍ରକ, କଟକ, କେନ୍ଦ୍ରାପଡା,…

୧୦ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭିଜୁଛି ଓଡିଶା । ଆହୁରି ଦୁଇ ଦିନ ପାଗରେ ପରିବର୍ତ୍ତନ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ୧୦ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ଯାଏଁ ଉତ୍ତର କେନ୍ଦ୍ରୀୟ ଓ…

ଫେବୃଆରୀ ୮ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନମାନଙ୍କରେ ସ୍ୱଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ବୁଲେଟିନ୍ ଅନୁଯାୟୀ ସୋମବାର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର କେଉଁସବୁ ସ୍ଥାନରେ ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୋମବାର ଦିନ…