Latest Odisha News

BREAKING NEWS

Browsing Category

ପାଣିପାଗ

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ,…

ରାଜଧାନୀରେ ଅକସ୍ମାତ ବୃଷ୍ଟିପାତ; ସନ୍ଧ୍ୟା ୬ଟା ୩୦ ସୁଦ୍ଧା ଏହିସବୁ ସ୍ଥାନରେ ହେବ ବର୍ଷା !

ଭୁବନେଶ୍ୱର: ରାଜଧାନୀରେ ବୁଧବାର ଦିନ ଅପରାହ୍ନରେ ହଠାତ୍ ଝଡ଼ବର୍ଷା ହେବାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡ଼ିଥିଲେ । ଅପରାହ୍ନରେ ହୋଇଥିବା ଏହି ମୂଷଳଧାରାର ବର୍ଷା ରାଜଧାନୀକୁ ସମ୍ପୂର୍ଣ୍ଣ ଧୋଇ ଦେଇଥିଲା । ଦିନ ପ୍ରାୟ ୨ଟା ବେଳକୁ ଭୁବନେଶ୍ୱର ପାଗ କ୍ରମେ ବଦଳିବାକୁ ଲାଗିଥିଲା ।…

ଆସନ୍ତା ୭ ଯାଏଁ ରାଜ୍ୟରେ ବର୍ଷା; ୮ରୁ ବଢ଼ିବ ତାତି

ଭୁବନେଶ୍ୱର: ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଆଜି ୧୨ଟି…

ଆଜି ରାତିରେ ଏହି ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଓଡ଼ିଶାରେ ମଙ୍ଗଳବାର ରାତିରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାର ସତର୍କ ସୂଚନା ପ୍ରଦାନ କରିଛି । ରାଜ୍ୟର ୭ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସୂଚନା ହସ୍ତଗତ ହୋଇଛି ।…

ଆଗାମୀ ୩ଦିନ ଯାଏଁ ଓଡିଶାର ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ଦିନ ଓଡ଼ିଶାର ଉତ୍ତର, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାରେ ବଜ୍ରପାତ ଏବଂ ଘୂର୍ଣ୍ଣିବଳୟ ସହିତ ବର୍ଷା ହେବା ନେଇ ତିନି ଦିନ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଧିକାରୀ ଭୁବନେଶ୍ୱର ଅମିନ…

ବଜ୍ରପାତ ସହ ବର୍ଷା ଆଶଙ୍କା: ୩ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର…

ଓଡିଶାର କେଉଁ ୫ଟି ଜିଲ୍ଲାରେ ବର୍ଷା ଆଶଙ୍କା, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କୋରାପୁଟ, ରାୟଗଡା, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି…

ପୁଣି ଆସୁଛି ବର୍ଷା !

ଭୁବନେଶ୍ୱର: ପୁଣି ରାଜ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୫ ଦିନରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଗଜପତିରେ ବର୍ଷ ହେବାର ସମ୍ଭାବନା…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଆଇଏମଡିର ସକାଳ ବୁଲେଟିନ୍ ଅନୁଯାୟୀ ଓଡିଶାର କିଛି ସ୍ଥାନରେ ନିକଟରେ ବର୍ଷା ହୋଇଥିବା କାରଣରୁ ଜଳବାୟୁ ଆଦ୍ର ରହିଛି…

ମାର୍ଚ୍ଚ ୨ ଯାଏଁ ଓଡିଶାରେ ଜାରି ରହିବ ଘନ କୁହୁଡି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଦିନ ଘନ କୁହୁଡିର ବଳୟ ଦେଖିବାକୁ ମିଳିଥିଲା । ଏପରିକି ୧୦ମି.ରୁ ଆଗକୁ ରାସ୍ତା ଦୃଶ୍ୟମାନ ନହେବାଫଳରେ ଗମନାଗମନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିଲା । ଏହାବ୍ୟତିତ ଭଦ୍ରକ, କେନ୍ଦ୍ରାଡା, ଅନୁଗୁଳ, ଜଗତସିଂହୁର, କଳାହାଣ୍ଡି, କନ୍ଧମାଳ ଓ…