Latest Odisha News

BREAKING NEWS

Browsing Category

ପାଣିପାଗ

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୬ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଅପରାହ୍ନ ସୁଦ୍ଧା ରାଜ୍ୟର ଏହି ୧୦ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗୁରୁବାର ଅପରାହ୍ନ ୪.୩୦ ମଧ୍ୟରେ ରାଜ୍ୟର ୧୦ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ…

ଫେବୃଆରୀ ୨ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ କିଛି ଦିନ ଯାଏଁ ଓଡିଶାରେ ବର୍ଷା ସହ ଘନ କୁହୁଡି ଜାରି ରହିବ ବୋଲି ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗର ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଳାର କିଛି…

ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡିଶାର ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ଜାରି ରହିବ ବୋଲି ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ପାଣିପାଗ ବିଭାଗର ସକାଳ ବୁଲେଟିନ୍ ଅନୁଯାୟୀ ଆଗାମୀ ୨୪ ଘଣ୍ଟା ଯାଏଁ ପାଗ ଶୁଖିଲା ରହିବ । ପରବର୍ତ୍ତୀ ୨୪…

୨୮ ତାରିଖରୁ ରାଜ୍ୟର କେଉଁସବୁ ଜିଲ୍ଲାରେ ୨ଦିନ ଧରି ହେବ ବର୍ଷା, ଜାଣନ୍ତୁ…

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରୁ ଓଡ଼ିଶାରେ ପୁଣିଥରେ ଅଦିନିଆ ବର୍ଷା ଅନୁଭୁତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି । ରାଜ୍ୟର ଅନେକ ସ୍ଥାନରେ ୨୮ ତାରିଖ (ମଙ୍ଗଳବାର)ଠାରୁ ଲଗାତର ୨୪ ଘଣ୍ଟା ଧରି ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସ୍କାଏମେଟୱେଦର.କମ…

ଓଡ଼ିଶାରେ ୨୮ରୁ ବର୍ଷା; ସତର୍କତା ଅବଲମ୍ବନ ଲାଗି ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତ ଲହରୀ ଜାରି ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଶୀତ ପ୍ରବାହ ଲାଗି ଶନିବାର ଦିନ ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ରବିବାର ଦିନ ୩ଟି ଜିଲ୍ଲା ଲାଗି ୟେଲୋ…

ରାଜ୍ୟର ୧୮ ଜିଲ୍ଲାରେ ଜାରି ରହିବ ଘନ କୁହୁଡି, ଜାଣନ୍ତୁ କେଉଁସବୁ ସ୍ଥାନ

ଭୁବନେଶ୍ୱର: ଆଗାମୀ ୨ ଦିନ ଯାଏଁ ଓଡିଶାର ପ୍ରାୟ ୧୮ଟି ଜିଲ୍ଲାରେ ଘନ କୁହୁଡି ଜାରି ରହିବ ବୋଲି ସୋମବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଜଳବାୟୁରେ ପର୍ଯ୍ୟାପ୍ତ ପରିମାଣର ଆର୍ଦ୍ରତା ହେବାଯୋଗୁଁ ଆଗାମୀ ୪୮ ଘଣ୍ଟା ତଥା ଜାନୁଆରୀ ୨୨ ତାରିଖ…

ଆଗାମୀ ୩ ଦିନରେ ଓଡିଶାର ଏହିସବୁ ସ୍ଥାନରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୨୨ ଓ ୨୩ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ ଓ ଅନୁଗୁଳ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା…

ଆହୁରି ୫ ଦିନ କଲବଲ କରିବ କୁହୁଡି: ୨୨ ଯାଏଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ଆହୁରି କଲବଲ କରିବ କୁହୁଡି । କୁହୁଡି କବଳରୁ ମିଳିବନି ନିସ୍ତାର । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଅଚଂଳରେ ଘନ କୁହୁଡି ଲାଗି ରହିବ । ବିଶେଷ କରି ଭଦ୍ରକ, ଅନୁଗୁଳ, ଢ଼େଙ୍କାନାଳ, ଖୋର୍ଦ୍ଧା, କଟକ, ପୁରୀ,…

ଘନ କୁହୁଡି ବଳୟରେ ଓଡିଶାର ଅଧିକାଂଶ ସ୍ଥାନ

ଭୁବନେଶ୍ୱର: ଓଡିଶାର ଅଧିକାଂଶ ସ୍ଥାନରେ ଶୁକ୍ରବାର ଦିନ ଘନ କୁହୁଡି ବଳୟ ଛାଇ ରହିଛି । ଏହାକୁ ନଜରରେ ରଖି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ୮ ଜିଲ୍ଲାକୁ ହଳଦିଆ ୱାର୍ଣ୍ଣିଂ ଜାରି କରାଯାଇଛି । ଆଇଏମଡିର ସକାଳ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର, ମାଲକାନଗିରି,…