Latest Odisha News

BREAKING NEWS

Browsing Category

ପାଣିପାଗ

ଘନ କୁହୁଡି ତଳେ ଓଡିଶାର ୧୧ଟି ଜିଲ୍ଲା

ଭୁବନେଶ୍ୱର: ଓଡିଶାର ଅଧିକାଂଶ ସ୍ଥାନରେ ଗତ ୨୪ ଘଣ୍ଟା ମଧ୍ୟରେ ରାତ୍ରୀର ତାପମାତ୍ରା ବୃଦ୍ଧି ପାଇଥିବା ବେଳେ ବୁଧବାର ଦିନ ପ୍ରାୟ ୧୧ଟି ଜିଲ୍ଲାରେ ଘନ କୁହୁଡି ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ରର…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଢିବ ରାତିର ତାପମାତ୍ରା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ । ଯାହାଫଳରେ ଓଡିଶାରେ ଶୀତ ଲହରୀ କମିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ସୂଚନା ମିଳିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା…

ସୋମବାରଠୁଁ ଓଡ଼ିଶାରେ ବଢ଼ିବ ରାତିର ତାପମାତ୍ରା

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ପବନର ପ୍ରଭାବରେ ସୋମବାର ଠାରୁ ସମଗ୍ର ଓଡ଼ିଶାରେ ରାତିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ପଶ୍ଚିମ ପବନର ପ୍ରବାହ ଯୋଗୁଁ ହିଁ ରାତିର…

ଆଗାମୀ ୫ଦିନ ଯାଏଁ ଶୀତରୁ ନାହିଁ ନିସ୍ତାର: ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଜାରି ରହିଥିବା ବେଳେ ଆସନ୍ତା ୧୭ ତାରିଖ ଯାଏଁ ଶୀତରୁ ନିସ୍ତାର ମିଳିବ ନାହିଁ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଅଧିକାରୀ ମଦନ ମୋହନ ଦାସ…

ଜାଡରେ ଥରୁଛି ଓଡିଶା, ୧୦ ଡିଗ୍ରୀ ତଳେ ୧୩ ସହରର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ଦିନ ସୋନପୁରରେ ବର୍ଷର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ ରାଜ୍ୟର ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ, ଦାରିଙ୍ଗବାଡି (୭.୨),…

ଥରୁଛି ଓଡ଼ିଶା: ସୋନପୁରରେ ରେକର୍ଡ଼ ହେଲା ବର୍ଷର ସର୍ବନିମ୍ନ ତାପମାତ୍ରା (୪.୮)

ଭୁବନେଶ୍ୱର: ରାଜ୍ୟର ଅନେକ ସ୍ଥାନ ଶୀତର ଚାଦର ତଳେ ରହିଛି । ଅନେକ ସ୍ଥାନରେ ପାରଦ ଖସୁଥିବା ବେଳେ ସୋନପୁର ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରା ୪.୮° ସେଲସିୟସ ରେକର୍ଡ଼ କରାଯାଇଛି । ଏହାଛଡା ୧୦ ଡିଗ୍ରୀ ତଳେ ରାଜ୍ୟର ୧୧ ଟି ସହର ରହିଛି । ଦାରିଙ୍ଗବାଡି (୭.୨), ଟିଟିଲାଗଡ଼ (୬.୫ ),…

ଜାନୁଆରୀ ୧୭ ଯାଏଁ ଓଡିଶାରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ଓଡିଶାର ଅଧିକାଂଶ ସ୍ଥାନରେ ରାତ୍ରୀର ତାପମାତ୍ରା ପ୍ରାୟ ୧୦ ଡିଗ୍ରୀ ସେଲସିୟସକୁ ଖସିଥିବା ନେଇ ଶନିବାର ଦିନ ରେକର୍ଡ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଆଗାମୀ ଏକ ସପ୍ତାହ ଯାଏଁ ଜଳବାୟୁରେ କୌଣସି ପରିବର୍ତ୍ତନ…

ଜାଡରେ ଥରୁଛି ସାରା ଓଡିଶା, ଆହୁରି କମିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବାବେଳେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ରାତ୍ରୀର ତାପମାତ୍ରା ପୁଣି କମିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରାଜ୍ୟର…

ପୁଣି ଫେରିଲା ଶୀତ, ଦାରିଙ୍ଗିବାଡିରେ ୭ ଡିଗ୍ରୀକୁ ଖସିଲା ପାରଦ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଶୀତ ଲହରୀରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ ସୋମବାର ଦିନ ଓଡିଶାର ଅଧିକାଂଶ ଭାଗରେ ପାରଦ ହ୍ରାସ ପାଇବା ସହ ଶୀତର ପ୍ରକୋପ ବୃଦ୍ଧି ପାଇଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ରାଜ୍ୟର କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡିରେ…

ଆସନ୍ତାକାଲିଠୁଁ ପୁଣି ଫେରିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ୩ ଦିନଧରି ବର୍ଷା ହେବାପରେ ଆସନ୍ତାକାଲି ଠାରୁ ପୁଣିଥରେ ଶୀତ ଫେରିବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । ଯାହାଫଳରେ ଆଭ୍ୟନ୍ତରିଣ ଓଡିଶାରେ ରାତ୍ରିର ତାପମାତ୍ରା ୪-୬ ଡିଗ୍ରି ସେଲସିୟସ୍ ଓ ଉପକୂଳ ଜିଲ୍ଲାରେ ୨-୩ ଡିଗ୍ରି ହ୍ରାସ…