Latest Odisha News

BREAKING NEWS

Browsing Category

ପାଣିପାଗ

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି…

କାଲିଠୁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା; କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁୁବନେଶ୍ୱର: ବାଙ୍ଗୋପସାଗରରେ ଆଣ୍ଟି-ସାଇକ୍ଲୋନିକ ସାର୍କୁଲେସନ କାରଣରୁ ପ୍ରଚଣ୍ଡ ବର୍ଷାକୁ ନଜରରେ ରଖି ଭାରତୀୟ ପାଣିପାଗ ବିଭାଗ ଓଡିଶାର କେତେକ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ଆଣ୍ଟି-ସାଇକ୍ଲୋନିକ ସାର୍କୁଲେସନ ପୂର୍ବ / ଦକ୍ଷିଣ-ପୂର୍ବ ଦିଗରୁ ଜଳୀୟବାଷ୍ପ ଭରା…

ଆଗାମୀ ୭୨ ଘଣ୍ଟା ମଧ୍ୟରେ ଓଡିଶାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଓଡିଶାର ବିଭିନ୍ନ ସ୍ଥାନରେ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଜଳବାୟୁରେ ପରିବର୍ତ୍ତନ ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) । ଆଇଏମଡିର ବୁଲେଟିନ୍ ଅନୁଯାୟୀ, ରାଜ୍ୟରେ ଆସନ୍ତା ଫେବୃଆରୀ ୨୨ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଷ୍କ ରହିବ ।…

ରାଜ୍ୟର ୧୧ ଜିଲ୍ଲାରେ ଜାରି ରହିବ ଘନ କୁହୁଡି, ଜାଣନ୍ତୁ କେଉଁସବୁ ସ୍ଥାନ

ଭୁବନେଶ୍ୱର: ଆଗାମୀ ୨ ଦିନ ଯାଏଁ ଓଡିଶାର ପ୍ରାୟ ୧୧ଟି ଜିଲ୍ଲାରେ ଘନ କୁହୁଡି ଜାରି ରହିବ ବୋଲି ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ଜାତୀୟ ପାଣିପାଗ ଏଜେନ୍ସିର ରିପୋର୍ଟ ଅନୁଯାୟୀ, ଆସନ୍ତା ବୁଧବାର ଦିନ ରାଜ୍ୟର ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ,…

ଆଜିଠୁ ଟାଣ ହେବ ଖରା; ବଢିବ ରାତିର ତାପମାତ୍ରା

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଫେବୃଆରୀ ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରଭାବ କମ୍ ହୋଇ ଖରାର ପ୍ରଭାବ ବଡିଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ଦିନର ତାପମାତ୍ରା ପାଖାପାଖି ୩୫ଡିଗ୍ରୀ ରହିଥିବା ବେଳେ ରାତିର ସର୍ବନିମ୍ନ ତାପମାତ୍ରା ଧୀରେ ଧୀରେ ବଢ଼ିବାରେ ଲାଗିଛି । ପାରାଦୀପ,…

ବଢ଼ିଲା ପାରଦ: କେଉଁ ସହରରେ କେତେ ରହିଛି ତାପମାତ୍ରା,ଜାଣନ୍ତୁ

ଭୁବନେଶ୍ୱର: ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଫେବୃଆରୀ ୧୫ ତାରିଖରୁ ରାଜ୍ୟରେ ଶୀତର ପ୍ରଭାବ କମ୍ ହୋଇ ଖରାର ପ୍ରଭାବ ବଡିଛି। ରାଜ୍ୟରେ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ଅଧିକାଂଶ ସହରରେ ଦିନର ତାପମାତ୍ରା ପାଖାପାଖି ୩୫ଡିଗ୍ରୀ ରାହୁଛି । ପାଣିପାଗ ବିଭାଗ ପକ୍ଷରୁ…

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବୃଦ୍ଧି ପାଇବ ରାଜ୍ୟର ତାପମାତ୍ରା

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଦିନ ଓ ରାତିର ତାପମାତ୍ରା ବୃଦ୍ଧି ପାଇବ ବୋଲି ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଉମା ଶଙ୍କର ଦାସ ଗଣମାଧ୍ୟମକୁ ସୂଚନା ଦେଇ…

ଅସହ୍ୟ ଜାଡ଼ରେ ଥରୁଛି ଓଡିଶା: ସୋନପୁରରେ ସର୍ବନିମ୍ନ ତାପମାତ୍ରା ୭.୪ ଡିଗ୍ରୀ

ଭୁବନେଶ୍ୱର: ଆଗାମୀ ୪୮ ଘଣ୍ଟା ଯାଏଁ ରାଜ୍ୟରେ ଶୀତର ପ୍ରକୋପ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି । ବୁଧବାର ଆଇଏମଡି ପକ୍ଷରୁ ଜାରି ବୁଲେଟିନ ଅନୁଯାୟୀ, ଅନୁଗୁଳ, ବାଲେଶ୍ଵର, ସୋନପୁର, ବୌଦ୍ଧ, ଝାରସୁଗୁଡା, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲା ଗୁଡିକର…

ଫେବୃଆରୀ ୧୪ ଯାଏଁ ଓଡିଶାରେ ଶୀତ ଲହରୀ ଜାରି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଆସନ୍ତା ଫେବୃଆରୀ ୧୪ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ସକାଳ ବୁଲେଟିନ୍ ଅନୁଯାୟୀ, ରାଜ୍ୟର କିଛି ସ୍ଥାନରେ ପାରଦ ୧୦ ଡିଗ୍ରି…

ଓଡିଶା ଫେରିଲା ଶୀତ ଲହରୀ

ଭୁବନେଶ୍ୱର: ତିନି ଦିନ ଲଗାଦାର ବର୍ଷା ସାଙ୍ଗକୁ କୋହଲା ପାଗ ପରେ ଓଡିଶାର ଅଧିକାଂଶ ଅଞ୍ଚଳରେ ଥଣ୍ଡା ବଢିଯାଇଛି । ସୋମବାର ସକାଳ ପାଣିପାଗ ବୁଲେଟିନ ଅନୁସାରେ, ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଛି। ଅନୁଗୁଳ ଓ ଦାରିଙ୍ଗବାଡି ରେ ରାତିର ତାପମାତ୍ରା ୯…