Latest Odisha News
Browsing Category

ପାଣିପାଗ

ଫେବୃଆରୀ ୧୪ ଯାଏଁ ଓଡିଶାରେ ଶୀତ ଲହରୀ ଜାରି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ଦିନ ପ୍ରବଳ ଶୀତ ଅନୁଭୂତ ହେଉଥିବା ବେଳେ ଆସନ୍ତା ଫେବୃଆରୀ ୧୪ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ସକାଳ ବୁଲେଟିନ୍ ଅନୁଯାୟୀ, ରାଜ୍ୟର କିଛି ସ୍ଥାନରେ ପାରଦ ୧୦ ଡିଗ୍ରି…

ଓଡିଶା ଫେରିଲା ଶୀତ ଲହରୀ

ଭୁବନେଶ୍ୱର: ତିନି ଦିନ ଲଗାଦାର ବର୍ଷା ସାଙ୍ଗକୁ କୋହଲା ପାଗ ପରେ ଓଡିଶାର ଅଧିକାଂଶ ଅଞ୍ଚଳରେ ଥଣ୍ଡା ବଢିଯାଇଛି । ସୋମବାର ସକାଳ ପାଣିପାଗ ବୁଲେଟିନ ଅନୁସାରେ, ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସି ଆସିଛି। ଅନୁଗୁଳ ଓ ଦାରିଙ୍ଗବାଡି ରେ ରାତିର ତାପମାତ୍ରା ୯…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଝାରସୁଗୁଡା,…

ଓଡିଶାର ୩ ଜିଲ୍ଲାରେ ପ୍ରବଳ ବର୍ଷା; ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ୧୧ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦-୪୦ କିମି. ବେଗରେ ପବନ ବହିବା ସହ ବର୍ଷା ହୋଇଥିବା ନେଇ ଶୁକ୍ରବାର ଦିନ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଜୟପୁର, ଭଦ୍ରକ, କଟକ, କେନ୍ଦ୍ରାପଡା,…

୧୦ ଯାଏଁ ରାଜ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭିଜୁଛି ଓଡିଶା । ଆହୁରି ଦୁଇ ଦିନ ପାଗରେ ପରିବର୍ତ୍ତନ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ୧୦ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ଘଣ୍ଟା ଯାଏଁ ଉତ୍ତର କେନ୍ଦ୍ରୀୟ ଓ…

ଫେବୃଆରୀ ୮ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ସମ୍ଭାବନା !

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା ଫେବୃଆରୀ ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନମାନଙ୍କରେ ସ୍ୱଳ୍ପରୁ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ବୁଲେଟିନ୍ ଅନୁଯାୟୀ ସୋମବାର…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର କେଉଁସବୁ ସ୍ଥାନରେ ବର୍ଷା ସମ୍ଭାବନା, ଜାଣନ୍ତୁ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା ସୋମବାର ଦିନ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୦ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୬ଟା ୧୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଅପରାହ୍ନ ସୁଦ୍ଧା ରାଜ୍ୟର ଏହି ୧୦ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗୁରୁବାର ଅପରାହ୍ନ ୪.୩୦ ମଧ୍ୟରେ ରାଜ୍ୟର ୧୦ ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା ଓ…

ଫେବୃଆରୀ ୨ ଯାଏଁ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆଗାମୀ କିଛି ଦିନ ଯାଏଁ ଓଡିଶାରେ ବର୍ଷା ସହ ଘନ କୁହୁଡି ଜାରି ରହିବ ବୋଲି ବୁଧବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗର ବୁଲେଟିନ୍ ଅନୁଯାୟୀ, ମୟୁରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଆଦି ଜିଲ୍ଳାର କିଛି…