Latest Odisha News

BREAKING NEWS

Browsing Category

ପାଣିପାଗ

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ସୋନପୁରରେ ପାରଦ ୪ ଡିଗ୍ରି ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶନିବାର ଦିନ ସୋନପୁରରେ ତାପମାତ୍ରା ୪ ଡିଗ୍ରୀ ସେଲସିୟସକୁ ହ୍ରାସ ପାଇଛି । ଏଭଳି ସ୍ଥିତି ଜାନୁଆରୀ ୧ ତାରିଖ ଯାଏଁ ଜାରି ରହିବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସୂଚନାନୁଯାୟୀ ଆଭ୍ୟନ୍ତରୀଣ ଜିଲ୍ଲାରେ ଶନିବାର…

ଶୀତ ପ୍ରକୋପରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଓଡିଶାର ୧୩ଟି ଜିଲ୍ଲାରେ ଘନ କୁହୁଡି ଜାରି ରହିବ ବୋଲି ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଆଭ୍ୟନ୍ତରିଣ ଜିଲ୍ଲା ସମେତ ପ୍ରାୟ ୨୧ଟି ଉପକୂଳ ଜିଲ୍ଲା…

ନୂଆବର୍ଷରୁ ଥରିବ ଓଡିଶା, ବଢିବ ଶୀତର ପ୍ରକୋପ

ଭୁବନେଶ୍ୱର: ରାଜ୍ୟରେ ଜାନୁଆରୀ ୧ ତାରିଖ ବେଳକୁ ଶୀତର ପ୍ରକୋପ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ସୁଦର୍ଶନ ମିଶ୍ର ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ଦାରିଙ୍ଗବାଡିରେ ପାରଦ ୭.୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ଦିନ ଦାରିଙ୍ଗବାଡିରେ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଫୁଲବାଣୀରେ ଆଜି ତାପମାତ୍ରା ୯.୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୯.୮ ଡିଗ୍ରି ସେଲସିୟସ୍ ରହିଥିଲା । ସେହିପରି…

ଖ୍ରୀଷ୍ଟମାସ ସମୟରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ଚଳିତ ବର୍ଷ ଓଡ଼ିଶାବାସୀ ଭିଜା ବର୍ଷାରେ ଖ୍ରୀଷ୍ଟମାସ୍୍ ପାଳିିିବାର ଆଶଙ୍କା ରହିଛି। ପୂର୍ବାଂଚଳ ଆଡକୁ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସର ଗତି…

ଶୀତ ପ୍ରକୋପରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଓଡିଶାରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ସକାଳେ ରାଜ୍ୟର ଅନେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ରିପୋର୍ଟ ଅନୁଯାୟୀ ଓଡିଶାରେ ତାପମାତ୍ରା ୧ରୁ ୨ ଡିଗ୍ରି ହ୍ରାସ…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି; ଦାରିଙ୍ଗବାଡିରେ ପାରଦ ୯.୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗୁରୁବାର ଦିନ ପୁଣିଥରେ ଶୀତର ପ୍ରକୋପରେ ଥରିଛନ୍ତି ଓଡିଶାବାସୀ । ଯାହାଫଳରେ ଭୁବନେଶ୍ୱରରେ ତାପମାତ୍ରା ୧୪.୮ ଡିଗ୍ରୀ ରହିଥିଲାବେଳେ କଟକରେ ତାପମାତ୍ରା ୧୨.୪ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା…

ଡିସେମ୍ବର ୧୨ ଯାଏଁ ଓଡିଶାରେ ଜାରି ରହିବ ଶୀତ ଲହରୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡିଶାରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୧୨ ତାରିଖ ଯାଏଁ ଶୀତ ଲହରୀ ଜାରି ରହିବ ବୋଲି ଶନିବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ରବିବାର ଦିନ ସାମାନ୍ୟ…

ସପ୍ତାହକ ମଧ୍ୟରେ ଓଡ଼ିଶାରେ ଶୀତ ଲହରୀ: ଆଇଏମଡ଼ି

ଭୁବନେଶ୍ୱର: କିଛିଦିନ ହେଲା ରାତିର ତାପମାତ୍ରା କ୍ରମାଗତ ଭାବେ ହ୍ରାଇ ପାଇ ଚାଲିଥିବା ବେଳେ ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ସୂଚନା ପ୍ରଦାନ କରିଛି । ହିମାଳୟ ପାର୍ବତ୍ୟାଞ୍ଚଳରେ ଏବେ ଗତକିଛି ଦିନ ଧରି ତୁଷାରପାତ…

ଦିଲ୍ଲୀରେ ଭୂକମ୍ପ; ଉତ୍ତର ଭାରତର ଅନେକ ସ୍ଥାନରେ ଝଟକା !

ନୂଆଦିଲ୍ଲୀ: ଦିଲ୍ଲୀରେ ତୀବ୍ର ଭୂମିକମ୍ପ ଅନୁଭୂତ ହୋଇଛି । ସନ୍ଧ୍ୟା ସମୟରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି । ଏହି ଭୂକମ୍ପର କେନ୍ଦ୍ରସ୍ଥଳ ନେପାଳରେ ଅନୁଭୂତ ହୋଇଥିବା ବେଳେ ରିଚର୍ ସ୍କେଲରେ ୫.୧ ରହିଥିବା ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ପକାଶିତ ହୋଇଛି । ପାଣିପାଗ…