Latest Odisha News

BREAKING NEWS

Browsing Category

ପାଣିପାଗ

ଉଚ୍ଚସ୍ତରୀୟ ବୈଠକରେ ‘ବୁଲବୁଲ’ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ନୂଆଦିଲ୍ଲୀ: ସାମୁଦ୍ରିକ ଝଡ଼ ‘ବୁଲବୁଲ’କୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚିନ୍ତା ବ୍ୟକ୍ତ କରିବା ପରେ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ ମିଶ୍ର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଆଣ୍ଡାମାନ ଓ ନିକୋବାର ଦ୍ୱୀପସମୂହର ସରକାରଙ୍କ ସହିତ ଏହାର…

ବାଂଲାଦେଶ ମୁହାଁଉଛି ସାମୁଦ୍ରିକ ଝଡ଼ ‘ବୁଲବୁଲ୍’; ଜାଣନ୍ତୁ, ଓଡ଼ିଶାରେ କିପରି ରହିବ ପ୍ରଭାବ…

ଭୁବନେଶ୍ୱର: ଓଡ଼ିଶା ଉପକୂଳ ପାରାଦ୍ୱୀପ ବନ୍ଦରଠାରୁ ୭୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ସାମୁଦ୍ରିକ ଝଡ଼ ବୁଲବୁଲ୍ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୟଙ୍କର ତଥା ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଭୟଙ୍କର ବାତ୍ୟାର ରୂପ ନେବାର ଆଶଙ୍କା ରହିଛି ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ…

ବାତ୍ୟାର ରୂପ ନେଲା ଗଭୀର ଅବପାତ, ଓଡିଶାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିବର୍ତ୍ତନ ହେବାପରେ ଧିରେଧିରେ ବାତ୍ୟାର ରୂପ ନେଇଛି । ଯାହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।…

‘ତୀବ୍ର ଅବପାତ’ ପ୍ରଚଣ୍ଡ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଦୁର୍ବଳ ହେବ; କେଉଁ ଜିଲ୍ଲାରେ କେତେ ପବନ ବହିବ ଜାଣନ୍ତୁ…

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଅବପାତ ଯାହାକି ଦକ୍ଷିଣ-ଦକ୍ଷିଣପୂର୍ବ ପୁରୀ ଠାରୁ ୮୧୦ କିମି ଦୂରରେ ରହିଛି ତାହା ଆସନ୍ତା ୨୪ ଘଂଟା ମଧ୍ୟରେ ଘୂର୍ଣ୍ଣିଝଡରେ ପରିଣତ ହୋଇପାରେ । ଏହା ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇ ନଭେମ୍ବର ୧୨ ତାରିଖ ସୁଦ୍ଧା ଦୁର୍ବଳ ହେବ ବୋଲି ଶିକ୍ଷା ଓ…

ଆଇଏମଡ଼ିର ପୂର୍ବାନୁମାନକୁ ଲକ୍ଷ୍ୟ ରଖି ସରକାର ପଦକ୍ଷେପ ଗ୍ରହଣ କରିବେ: ଏସଆରସି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ପୂର୍ବାନୁମାନ କ୍ରମେ ଓଡିଶା ସବୁ ପରିସ୍ଥିତି ପାଇଁ ପ୍ରସ୍ତୁତଥିବା ବୁଧବାର ଦିନ ଓଡିଶା ସରକାର ସୂଚନା ପ୍ରଦାନ କରିଛନ୍ତି । ଗଣମାଧ୍ୟମକୁ ସୂଚନାଦେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା କହିଛନ୍ତି ଯେ, ଜାତୀୟ ପାଣିପାଗ…

ତୀବ୍ର ଅବପାତ ନେଉଛି ବାତ୍ୟାର ରୂପ: ଓଡ଼ିଶା ସତର୍କ

ଭୁବନେଶ୍ୱର: ଭାରତୀୟ ପାଣିପାଗର ସଦ୍ୟତମ ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ତଥା ଉତ୍ତର ଆଣ୍ଡାମାନ ଦ୍ୱୀପପୁଞ୍ଜ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ଅବପାତର ରୂପ ନେଇସାରିଛି । ବର୍ତ୍ତମାନ ଘଣ୍ଟାପ୍ରତି ୯ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ମୁହାଁଉଛି ଏହି ଅବପାତ…

ପ୍ରବଳ ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ତଥା ବର୍ଷା ସ୍ଥିତିକୁ ନେଇ ସତର୍କ ରହିବା ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୧୫ ଜିଲ୍ଲାର ଜିଲ୍ଲାପାଳଙ୍କୁ ମଙ୍ଗଳବାର ଦିନ ଆଲର୍ଟ ଜାରି କରାଯାଇଛି । ଉତ୍ତର ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ଧିରେ ଧିରେ ଉତ୍ତର…

ଆସନ୍ତା ୩୬ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ !

ଭୁବନେଶ୍ୱର/ନୂଆଦିଲ୍ଲୀ: ଉତ୍ତର ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ଧିରେ ଧିରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଉଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଆଇଏମଡିର…

ନଭେମ୍ବର ୮ ତାରିଖ ଓଡ଼ିଶାରେ ବାତ୍ୟା ସମ୍ଭାବନା ରହିଛି: ୟୁଏସ୍ ଏଜେନ୍ସି

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ଉପକୂଳରେ ସୋମବାର ଦିନ ଲଘୁଚାପ ଘନିଭୂତ ହେବାଯୋଗୁଁ ଓଡ଼ିଶାରେ ବାତ୍ୟା ଆଶଙ୍କା ରହିଥିବାର ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି । ମାତ୍ର ଓଡ଼ିଶାରେ ବାତ୍ୟା ଆଶଙ୍କାକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏବଂ ଆମେରିକାସ୍ଥିତ ଜଏଣ୍ଟ ତାଇଫୁନ…

ଅବପାତର ରୂପ ନେବ ଲଘୁଚାପ, ଓଡିଶାରେ ସାମୁଦ୍ରିକ ଝଡ ଆଶଙ୍କା !

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ଉପରେ ସୃଷ୍ଟି ହୋଇଥିବା ଏକ ଘୃର୍ଣ୍ଣିବଳୟ ଧିରେଧିରେ ଲଘୁଚାପରେ ପରିଣତ ହେଉଥିବା ନେଇ ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଏହି ଘୃର୍ଣ୍ଣିବଳୟ କ୍ରମଶଃ…