Latest Odisha News

BREAKING NEWS

Browsing Category

ପାଣିପାଗ

ଥରୁଛି ସାରା ଓଡିଶା; ବିଭିନ୍ନ ସ୍ଥାନରେ ତୁଷାରପାତ

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ପ୍ରଭାବିତ ହେଉଛି ଶୀତରଲହରୀ । ଅଧିକାଂଶ ସ୍ଥାନରେ ସୂର୍ଯ୍ୟାସ୍ତ ପରେ ଘରୁ ବାହାରିବା ମୁସ୍କିଲ ହୋଇଯାଉଛି । ପ୍ରାପ୍ତ ସୂଚନା ଅନୁଯାୟୀ ରାଜଧାନୀ ଭୁବନେଶ୍ବର ସମେତ ୧୯ଟି ସହରର ତାପମାତ୍ରା ୧୫ଡ଼ିଗ୍ରୀ ତଳେ ରହିଛି। ସର୍ବନିମ୍ନ ତାପମାତ୍ରା ସୋନପୁରରେ ୩.୪…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ୧୦ ଡିଗ୍ରି ତଳେ ୧୫ ସହର

ଭୁବନେଶ୍ୱର: ଓଡିଶାରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ରାଜ୍ୟର ୧୫ଟି ସ୍ଥାନରେ ପାରଦ ୧୦ ଡିଗ୍ରି ତଳକୁ ଖସିଛି । ସୋନପୁରରେ ସର୍ବନିମ୍ନ ତାପମାତ୍ରା ୩.୪ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ଆକଳନ ଅନୁଯାୟୀ କନ୍ଧମାଳ…

ଶୀତରେ ସମଗ୍ର ଓଡ଼ିଶା ଥରହର; ଜାଣନ୍ତୁ ଏହିସବୁ ଜିଲ୍ଲାକୁ ଜାରି ହେଲା ସତର୍କ ସୂଚନା

ଭୁବନେଶ୍ୱର: ସମଗ୍ର ଓଡ଼ିଶା ଏବେ ପ୍ରବଳ ଶୀତର ପ୍ରକୋପରେ ଥରହର । ଦିନ ଦ୍ୱିପ୍ରହରରେ ଥରିଯାଉଛି ଦେହ । ସୂର୍ଯ୍ୟ କିରଣ ନପଡୁଥିବା ଯୋଗୁଁ ଲୋକେ ଆଉ ବାହାରକୁ ବାହାରିବାକୁ ଇଛା ପ୍ରକାଶ କରୁନାହାନ୍ତି । ସବୁଠାରୁ ବଡ଼କଥା ହେଲା ସୋନପୁରର ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ରେକଡର଼୍ କରାଯାଇଛି…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ସୋନପୁରରେ ପାରଦ ୪ ଡିଗ୍ରି ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶନିବାର ଦିନ ସୋନପୁରରେ ତାପମାତ୍ରା ୪ ଡିଗ୍ରୀ ସେଲସିୟସକୁ ହ୍ରାସ ପାଇଛି । ଏଭଳି ସ୍ଥିତି ଜାନୁଆରୀ ୧ ତାରିଖ ଯାଏଁ ଜାରି ରହିବ । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସୂଚନାନୁଯାୟୀ ଆଭ୍ୟନ୍ତରୀଣ ଜିଲ୍ଲାରେ ଶନିବାର…

ଶୀତ ପ୍ରକୋପରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଓଡିଶାର ୧୩ଟି ଜିଲ୍ଲାରେ ଘନ କୁହୁଡି ଜାରି ରହିବ ବୋଲି ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଆଭ୍ୟନ୍ତରିଣ ଜିଲ୍ଲା ସମେତ ପ୍ରାୟ ୨୧ଟି ଉପକୂଳ ଜିଲ୍ଲା…

ନୂଆବର୍ଷରୁ ଥରିବ ଓଡିଶା, ବଢିବ ଶୀତର ପ୍ରକୋପ

ଭୁବନେଶ୍ୱର: ରାଜ୍ୟରେ ଜାନୁଆରୀ ୧ ତାରିଖ ବେଳକୁ ଶୀତର ପ୍ରକୋପ ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସତର୍କ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ସୁଦର୍ଶନ ମିଶ୍ର ମଙ୍ଗଳବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି, ଦାରିଙ୍ଗବାଡିରେ ପାରଦ ୭.୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ରବିବାର ଦିନ ଦାରିଙ୍ଗବାଡିରେ ତାପମାତ୍ରା ୭.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଫୁଲବାଣୀରେ ଆଜି ତାପମାତ୍ରା ୯.୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ସୋନପୁରରେ ୯.୮ ଡିଗ୍ରି ସେଲସିୟସ୍ ରହିଥିଲା । ସେହିପରି…

ଖ୍ରୀଷ୍ଟମାସ ସମୟରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଯାହାଫଳରେ ଚଳିତ ବର୍ଷ ଓଡ଼ିଶାବାସୀ ଭିଜା ବର୍ଷାରେ ଖ୍ରୀଷ୍ଟମାସ୍୍ ପାଳିିିବାର ଆଶଙ୍କା ରହିଛି। ପୂର୍ବାଂଚଳ ଆଡକୁ ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସର ଗତି…

ଶୀତ ପ୍ରକୋପରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଓଡିଶାରେ ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ସକାଳେ ରାଜ୍ୟର ଅନେକ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ମିଳିଥିବା ରିପୋର୍ଟ ଅନୁଯାୟୀ ଓଡିଶାରେ ତାପମାତ୍ରା ୧ରୁ ୨ ଡିଗ୍ରି ହ୍ରାସ…

ରାଜ୍ୟରେ ଶୀତ ଲହରୀ ବୃଦ୍ଧି; ଦାରିଙ୍ଗବାଡିରେ ପାରଦ ୯.୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗୁରୁବାର ଦିନ ପୁଣିଥରେ ଶୀତର ପ୍ରକୋପରେ ଥରିଛନ୍ତି ଓଡିଶାବାସୀ । ଯାହାଫଳରେ ଭୁବନେଶ୍ୱରରେ ତାପମାତ୍ରା ୧୪.୮ ଡିଗ୍ରୀ ରହିଥିଲାବେଳେ କଟକରେ ତାପମାତ୍ରା ୧୨.୪ ଡିଗ୍ରି ସେଲସିୟସ ରେକର୍ଡ କରାଯାଇଛି । କନ୍ଧମାଳ ଜିଲ୍ଲା…