Latest Odisha News

BREAKING NEWS

Browsing Category

ପାଣିପାଗ

ତୀବ୍ର ଅବପାତ ନେଉଛି ବାତ୍ୟାର ରୂପ: ଓଡ଼ିଶା ସତର୍କ

ଭୁବନେଶ୍ୱର: ଭାରତୀୟ ପାଣିପାଗର ସଦ୍ୟତମ ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ତଥା ଉତ୍ତର ଆଣ୍ଡାମାନ ଦ୍ୱୀପପୁଞ୍ଜ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ଏବେ ଅବପାତର ରୂପ ନେଇସାରିଛି । ବର୍ତ୍ତମାନ ଘଣ୍ଟାପ୍ରତି ୯ କିମି ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ମୁହାଁଉଛି ଏହି ଅବପାତ…

ପ୍ରବଳ ବର୍ଷା ଆଶଙ୍କା, ୧୫ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ତଥା ବର୍ଷା ସ୍ଥିତିକୁ ନେଇ ସତର୍କ ରହିବା ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୧୫ ଜିଲ୍ଲାର ଜିଲ୍ଲାପାଳଙ୍କୁ ମଙ୍ଗଳବାର ଦିନ ଆଲର୍ଟ ଜାରି କରାଯାଇଛି । ଉତ୍ତର ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ଧିରେ ଧିରେ ଉତ୍ତର…

ଆସନ୍ତା ୩୬ ଘଣ୍ଟାରେ ବାତ୍ୟାର ରୂପ ନେଇପାରେ ଅବପାତ !

ଭୁବନେଶ୍ୱର/ନୂଆଦିଲ୍ଲୀ: ଉତ୍ତର ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଥିବା ବେଳେ ଏହା ଧିରେ ଧିରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡକୁ ମୁହାଁଉଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଆଇଏମଡିର…

ନଭେମ୍ବର ୮ ତାରିଖ ଓଡ଼ିଶାରେ ବାତ୍ୟା ସମ୍ଭାବନା ରହିଛି: ୟୁଏସ୍ ଏଜେନ୍ସି

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ଉପକୂଳରେ ସୋମବାର ଦିନ ଲଘୁଚାପ ଘନିଭୂତ ହେବାଯୋଗୁଁ ଓଡ଼ିଶାରେ ବାତ୍ୟା ଆଶଙ୍କା ରହିଥିବାର ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ଜାରି ରହିଛି । ମାତ୍ର ଓଡ଼ିଶାରେ ବାତ୍ୟା ଆଶଙ୍କାକୁ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏବଂ ଆମେରିକାସ୍ଥିତ ଜଏଣ୍ଟ ତାଇଫୁନ…

ଅବପାତର ରୂପ ନେବ ଲଘୁଚାପ, ଓଡିଶାରେ ସାମୁଦ୍ରିକ ଝଡ ଆଶଙ୍କା !

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ଉପରେ ସୃଷ୍ଟି ହୋଇଥିବା ଏକ ଘୃର୍ଣ୍ଣିବଳୟ ଧିରେଧିରେ ଲଘୁଚାପରେ ପରିଣତ ହେଉଥିବା ନେଇ ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଏହି ଘୃର୍ଣ୍ଣିବଳୟ କ୍ରମଶଃ…

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୫ଟା  ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

୨ ଦିନ ମଧ୍ୟରେ ଓଡିଶାରେ ଶୀତ ଆରମ୍ଭ !

ଭୁବନେଶ୍ୱର: ନିକଟରେ ଓଡିଶାରେ ହୋଇଥିବା ଲଘୁଚାପ ଜନିତ ବର୍ଷା ଏବେ ଛାଡିଯାଇଥିବା ବେଳେ ଧିରେଧିରେ ଶୀତର ଆଗମନ ହେଉଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ଶନିବାର ଦିନ ସୂଚନା ମିଳିଛି । ପାଣିପାଗ ବିଭାଗର ଡ୍ୟୁଟି ଅଫିସର ମଦନ ମୋହନ ଦାସ ଏନେଇ ସୂଚନା ଦେଇ କହିଛନ୍ତି,…

ଘଡଘଡି ସହ ବର୍ଷା ଆଶଙ୍କା: ୧୨ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କେନ୍ଦୁଝର, ଜଗତସିଂହପୁର,…

ଆଗାମୀ ୧୨ ଘଣ୍ଟା ପ୍ରବଳ ବର୍ଷିବ: ଶୁକ୍ରବାର ଏହି ୧୦ଟି ଜିଲ୍ଲାର ସମସ୍ତ ସ୍କୁଲ ରହିବ ବନ୍ଦ

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟା ଧରି ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏନେଇ ସତର୍କ ସୂଚନା ପ୍ରଦାନ କରିଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କୁ ଆଗୁଆ ପଦକ୍ଷେପ ନେବା ସହିତ ସତର୍କତା…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ଗଞ୍ଜାମ,…