Latest Odisha News

BREAKING NEWS

Browsing Category

ପାଣିପାଗ

ଆଗାମୀ ୧୨ ଘଣ୍ଟା ପ୍ରବଳ ବର୍ଷିବ: ଶୁକ୍ରବାର ଏହି ୧୦ଟି ଜିଲ୍ଲାର ସମସ୍ତ ସ୍କୁଲ ରହିବ ବନ୍ଦ

ଭୁବନେଶ୍ୱର: ଆସନ୍ତା ୧୨ ଘଣ୍ଟା ଧରି ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଏନେଇ ସତର୍କ ସୂଚନା ପ୍ରଦାନ କରିଛନ୍ତି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମ୍ପୃକ୍ତ ଜିଲ୍ଲାପାଳ ମାନଙ୍କୁ ଆଗୁଆ ପଦକ୍ଷେପ ନେବା ସହିତ ସତର୍କତା…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୨୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଅନୁଗୁଳ, ଢେଙ୍କାନାଳ, ରାୟଗଡା, ଗଞ୍ଜାମ,…

ବଜ୍ରପାତ ସହ ବର୍ଷା ଆଶଙ୍କା: ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ରାୟଗଡ, ଗଞ୍ଜାମ, ଗଜପତି, କୋରାପୁଟ, ପୁରୀ, ଖୋର୍ଦ୍ଧା…

ରାଜ୍ୟରେ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା: ଆଇଏମଡ଼ି

ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ ଘନିଭୂତ ହେଉଥିବା ଯୋଗୁଁ ଆଗାମୀ ୭୨ ଘଣ୍ଟା ମଧ୍ୟରେ ଓଡ଼ିଶାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି)ର ସୂଚନାନୁଯାୟୀ, ତାମିଲନାଡୁର ଉପକୂଳବର୍ତ୍ତୀ ଅଞ୍ଚଳ ସହିତ ଦକ୍ଷିଣ-ପଶ୍ଚିମ ବଙ୍ଗୋପ ସାଗରରେ ଏକ…

ଓଡିଶା ଛାଡୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛାଡୁଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ମଙ୍ଗଳବାର ଦିନ ଜାରି ହୋଇଥିବା ଏକ ବୁଲେଟିନରୁ ଜଣାପଡିଛି । ପାଣିପାଗ ବିଭାଗ ଅନୁଯାୟୀ ମୌସୁମୀ ବାୟୁ ସୋମବାର ଦିନ ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ଭଳି…

ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି…

ଘୂର୍ଣ୍ଣିବଳୟ ଯୋଗୁଁ ବୁଧବାର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ତଥା ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ପ୍ରକାଶିତ ସଦ୍ୟତମ ବୁଲେଟିନ…

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା  ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଘଡଘଡି ସହ ବର୍ଷା ଆଶଙ୍କା: ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ଦେବଗଡ,…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ,  ବାଲେଶ୍ବର, କେନ୍ଦୁଝର, ଢେଙ୍କାନାଳ,…