Latest Odisha News

BREAKING NEWS

Browsing Category

ପାଣିପାଗ

ବଜ୍ରପାତ ସହ ବର୍ଷା ଆଶଙ୍କା: ୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡା,…

ଦଶହରାରେ ପାଗ ଶୁଖିଲା ରହିବ: ପାଣିପାଗ ବିଭାଗ

ଭୁବନେଶ୍ୱର: ଚଳିତ ବର୍ଷ ଦୁର୍ଗାପୂଜା ସମୟରେ ପାଗ ଶୁଖିଲା ରହିବା ନେଇ ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,…

ଘଡଘଡି ସହ ବର୍ଷା ଆଶଙ୍କା: ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର,…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାଇକ୍ଲୋନିକ୍ ସର୍କୁଲେସନ୍ ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡିଶାର ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ମଙ୍ଗଳବାର ଦିନ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଭାଗ ପକ୍ଷରୁ ଜାରି ବୁଲେଟିନ୍…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୬ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ସନ୍ଧ୍ୟା ୬ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ…

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୯ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର…

ଘଡଘଡି ସହ ବର୍ଷା ଆଶଙ୍କା: ୧୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, ଗଞ୍ଜାମ,…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ,…

ରାଜ୍ୟର ୧୭ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର,…

ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ମୟୁରଭଞ୍ଜ, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ,…