Latest Odisha News

BREAKING NEWS

Browsing Category

ପାଣିପାଗ

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୬ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ରାଜ୍ୟରେ ପ୍ରବଳ ବୃଷ୍ଟିପାତ: ଖୋଲିଲା ଅଧିକାଂଶ ଜଳଭଣ୍ଡାର ଗେଟ୍

କୋରାପୁଟ/ନବରଙ୍ଗପୁର/ସମ୍ବଲପୁର: ରାଜ୍ୟର ଉପରମୁଣ୍ଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ଶୁକ୍ରବାର ଦିନ ଓଡ଼ିଶାର ଅଧିକାଂଶ ଜଳଭଣ୍ଡାର ଗେଟ୍ ଖୋଲାଯାଇଛି । ପ୍ରବଳ ବର୍ଷା ହେବାଫଳରେ କୋରାପୁଟ ଜିଲ୍ଲା ମାଛକୁଣ୍ଡ ଜଳଭଣ୍ଡାରର ୩ଟି ଗେଟକୁ ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି ।…

୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୧ଟା ୩୦ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଅତି ପ୍ରବଳ ବର୍ଷା ସମ୍ଭାବନା: ବନ୍ୟା ଆଶଙ୍କାରେ ୧୩ ଜିଲ୍ଲାପାଳଙ୍କୁ ଆଲର୍ଟ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ସତର୍କ ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି ବନ୍ୟା ଆଶଙ୍କା ରହିଥିବା ହେତୁ ଓଡ଼ିଶା ସ୍ୱତନ୍ତ୍ର ରିଲିଫ କମିଶନର୍ (ଏସଆରସି) ୧୩ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କତା ଅବଲମ୍ବନ…

ଏହିସବୁ ଜିଲ୍ଲାରେ ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୯ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, ଗଞ୍ଜାମ,…

ଆଗାମୀ ୧୨ ଘଣ୍ଟା ମଧ୍ୟରେ ପ୍ରବଳ ବୃଷ୍ଟିପାତ ସମ୍ଭାବନା, କେଉଁ ୯ଟି ଜିଲ୍ଲାରେ ବର୍ଷିବ ଜାଣନ୍ତୁ…

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାନେଇ ସୂଚନା ଦିଆଯାଇଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଓଡ଼ିଶାର ନିକଟବର୍ତ୍ତୀ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା…

ଘଡଘଡି ସହ ବର୍ଷା ଆଶଙ୍କା: ୧୧ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଜାଣନ୍ତୁ, ଆଗାମୀ ୩ ଦିନ ଓଡ଼ିଶାର କେଉଁସବୁ ଜିଲ୍ଲାମାନଙ୍କରେ ହେବ ପ୍ରବଳ ବର୍ଷା…

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଜିଲ୍ଲା ମାନଙ୍କରେ ଆଗାମୀ ୩ ଦିନ ଧରି ଅର୍ଥାତ୍ ୧୨ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ (ଆଇଏମଡ଼ି) ବିଭାଗ । ଭାରତୀୟ ପାଣିପାଗ (ଆଇଏମଡ଼ି) ବିଭାଗର ସଦ୍ୟତମ ସୂଚନାନୁଯାୟୀ, ଉତ୍ତର-ପଶ୍ଚିମ…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…