Latest Odisha News

BREAKING NEWS

Browsing Category

ପାଣିପାଗ

ଜାଣନ୍ତୁ, ଆଗାମୀ ୩ ଦିନ ଓଡ଼ିଶାର କେଉଁସବୁ ଜିଲ୍ଲାମାନଙ୍କରେ ହେବ ପ୍ରବଳ ବର୍ଷା…

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଜିଲ୍ଲା ମାନଙ୍କରେ ଆଗାମୀ ୩ ଦିନ ଧରି ଅର୍ଥାତ୍ ୧୨ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନାର ସତର୍କ ସୂଚନା ଜାରି କରିଛନ୍ତି ଭାରତୀୟ ପାଣିପାଗ (ଆଇଏମଡ଼ି) ବିଭାଗ । ଭାରତୀୟ ପାଣିପାଗ (ଆଇଏମଡ଼ି) ବିଭାଗର ସଦ୍ୟତମ ସୂଚନାନୁଯାୟୀ, ଉତ୍ତର-ପଶ୍ଚିମ…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବରଗଡ, ସୋନପୁର, ବୌଦ୍ଧ, ଭୁବନେଶ୍ୱର, କଟକ,…

୩ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଆଦି ଜିଲ୍ଲାର…

ସେପ୍ଟେମ୍ବର ୧ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସେପ୍ଟେମର ୨ ତାରିଖରୁ ଉତରପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ବାଂଲାଦେଶ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସେପ୍ଟେମ୍ବର ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ…

ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା ସମ୍ଭାବନା: ଆଇଏମଡି

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଘନୀଭୂତ ହେଉଥିବା ଲୋ-ପ୍ରେସର୍ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି । “ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗର ଗାଙ୍ଗେୟ ଏବଂ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୩ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୧୫ମି. ପର୍ଯ୍ୟନ୍ତ…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୪ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୪ଟି ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୪ ଜିଲ୍ଲାରେ ଦ୍ୱିପ୍ରହର ୨ଟା ୩୦ମି.…

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୩ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୩ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, କେନ୍ଦୁଝର ଓ ଝାରସୁଗୁଡ ଆଦି ଜିଲ୍ଲାର…

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଗଣମାଧ୍ୟମକୁ ସୂୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି,…