Latest Odisha News

BREAKING NEWS

Browsing Category

ପାଣିପାଗ

ଅବପାତର ରୂପ ନେଉଛି ଲଘୁଚାପ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଧିରେଧିରେ ଡିପ୍ ଡିପ୍ରେସନରେ ପରିଣତ ହେଉଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ୧୩ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ଦିନ ଆକଳନ କରାଯାଇଛି । ମିଳିଥିବା ସୂଚନାନୁଯାୟୀ ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କଳାହାଣ୍ଡି,…

ଘଡଘଡି ସହ ବର୍ଷା ଆଶଙ୍କା: ୧୭ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଦିନ ୧୦ଟା ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା,…

ଦିନ ୧ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ଖୋର୍ଦ୍ଧା…

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି…

ଆଗାମୀ ୫ଦିନ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡ଼ିଶାରେ ଆଗାମୀ ୫ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବୃଷ୍ଟିପାତ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ଶୁକବାର ଦିନ ସତର୍କ ସୂଚନା ଦିଆଯାଇଛି । ଭାରତୀୟ ପାଣିପାଗର ସଦ୍ୟତମ ସୂଚନାନୁଯାୟୀ, ଓଡ଼ିଶାର ଉତ୍ତର ତଟବର୍ତ୍ତୀ ଅଞ୍ଚଳରେ ଏକ…

ଘଡଘଡି ସହ ବର୍ଷା ଆଶଙ୍କା: ୧୬ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୫ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।…

ଘଡଘଡି ସହ ବର୍ଷା ଆଶଙ୍କା: ୧୦ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର,…